ଯୁକ୍ତତିନି ମହା ବିଦ୍ୟାଳୟରେ ପବିତ୍ର ଗୁରୁ ଦିବସ ପାଳନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ସ୍ନାତକ ମହିଳା ମହା ବିଦ୍ୟାଳୟ ପରିସରରେ ଛାତ୍ରୀ ମାନଙ୍କ ଦ୍ୱାରା ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟର ଅଧ୍ୟକ୍ଷା ଓ ସମସ୍ତ ଅଧ୍ୟାପିକାଙ୍କୁ ଛାତ୍ରୀମାନେ ଗୁରୁ!-->…
Read More...
Read More...