ମହିଳା ସ୍ନାତକ କଲେଜରେ ଯୁବ ସଂସ୍କାର କାର୍ଯ୍ୟକ୍ରମ
ନବରଙ୍ଗପୁର: ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶିତ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ଯୁବ ସଂସ୍କାର କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ମାଲେଶ୍ୱରୀ ସାହୁ ଯୋଗ ଦେଇ ଯୁବ ସଂସ୍କାରର ମହତ୍ତ୍ୱ ସମ୍ପର୍କରେ ଛାତ୍ରୀ!-->…
Read More...
Read More...