୩ ଜିଲ୍ଲାକୁ ଥଣ୍ଡା ନେଇ ଆଲର୍ଟ, ରାଜଧାନୀରେ ଖସିବ ପାରଦ
ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବ । ରବିବାର ରାତିରେ ଫୁଲବାଣୀ ଓ ଝାରସୁଗୁଡ଼ାରେ ପାରଦ ୧୦ ଡିଗ୍ରୀ ରହିବ। ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କନ୍ଧମାଳରେ ଶୀତ ଲହରୀ ବହିପାରେ । ପାଣିପାଗ ବିଭାଗ ଶୀତକୁ ନେଇ ଏହି ପୂର୍ବାନୁମାନ କରିଛି । ଆକଳନ!-->…
Read More...
Read More...