ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆ ସଭାପତି
ଭୁବନେଶ୍ୱର,୨୩/୯: ଓଡ଼ିଶା ଏବଂ ରାଜ୍ୟର କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ଖୁସି ଖବର । ହକି ଇଣ୍ଡିଆର ସଭାପତି ହେଲେ ପଦ୍ମଶ୍ରୀ ଦିଲୀପ ତିର୍କୀ । ବିନା ପ୍ରତିଦ୍ୱନ୍ଦ୍ୱିତାରେ ସେ ନିର୍ବାଚିତ ହୋଇଛନ୍ତି । ଶୁକ୍ରବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ସେ ବିନା କୌଣସି!-->…
Read More...
Read More...