ଜାତୀୟ କ୍ରୀଡ଼ା ଦିବସ ପାଳିଲେ ରଟିଙ୍ଗିଆ ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ
ଘୁ.ଉଦୟଗିରି :- ସ୍ଥାନୀୟ ପଞ୍ଚାୟତ ସମିତି ଅନ୍ତର୍ଗତ ରଟିଙ୍ଗିଆ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ସମୁଦାୟ ୩୧ ଜଣ!-->…
Read More...
Read More...