କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ଘୋଷଣା
ନୂଆଦିଲ୍ଲୀ : କଂଗ୍ରେସ ଦଳର ନୂତନ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି । ଅକ୍ଟୋବର ୧୭ ରେ ନୂତନ ଅଧ୍ୟକ୍ଷ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ୧୯ ଅକ୍ଟୋବରରେ ଗଣତି ହେବ । ଏହାପୂର୍ବରୁ କଂଗ୍ରେସ କାର୍ଯ୍ୟକାରୀ କମିଟିର ଏକ ଭର୍ଚୁୁଆଲ୍ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ!-->…
Read More...
Read More...