ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗ ଆଉଟଡୋର କ୍ୱଚିତ ଖୋଲା ଯାଉଥିବା ଅଭିଯୋଗ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ସମେତ ବୌଦ୍ଧ ଓ ଦଶପଲ୍ଲାର ଜନ ସାଧାରଣ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭରଶୀଳ । କିନ୍ତୁ ଜିଲ୍ଲାରେ ମାତ୍ର ଜଣେ ଭେଷଜ ଡାକ୍ତର ଥିବାରୁ ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗ ଆଉଟଡୋର କ୍ୱଚିତ ଖୋଲା ଯାଉଥିବା ଅଭିଯୋଗ ହେଉଛି । ଯାହା ଫଳରେ ରୋଗୀ ସେବା!-->…
Read More...
Read More...