ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍‌ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ ସମୟରେ ଟ୍ରେନ୍‌ ଓ ଟ୍ରଲି ରହିବାରୁ
Read More...

ଭୂକମ୍ପରେ ଥରିଲା ଆମେରିକା

ୱାଶିଂଟନ: ଆମେରିକାରେ ଏକ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଯାଇଛି। ବୁଧବାର ଦିନ ଆମେରିକାର ଆଲାସ୍କା ରାଜ୍ୟର ଉପକୂଳରେ ୭.୩ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଯାଇଛି। ଯାହା ପ୍ରଭାବରେ ଆମେରିକା ଥରହର ହୋଇ ପଡ଼ିଥିଲା। ଯାହା ପରେ ପରେ ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣରୁ ସୁନାମୀ
Read More...

ଇଂଲଣ୍ଡରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଟଙ୍କା ବର୍ଷା, ଜାଣନ୍ତୁ ଭାରତର ଯୁବ ବ୍ୟାଟସମ୍ୟାନ୍ କେତେ ଫି ନିଅନ୍ତି?

ନୂଆଦିଲ୍ଲୀ- ଇଂଲଣ୍ଡରେ ଚର୍ଚ୍ଚାରେ ରହିଛନ୍ତି ବୈଭବ ସୂର୍ଯ୍ୟବଂଶୀ , ତାଙ୍କ ବ୍ୟାଟରୁ ରନ ବର୍ଷା ହେଉଛି। ୧୪ ବର୍ଷୀୟ ବୈଭବ ଏପର୍ଯ୍ୟନ୍ତ ଅନେକ ରେକର୍ଡ କରିଛନ୍ତି। କିନ୍ତୁ, ଏହା ସହିତ, ସେ ବହୁତ ରୋଜଗାର ମଧ୍ୟ କରୁଛନ୍ତି। ପ୍ରକୃତରେ, ପ୍ଲେଇଂ ଇଲେଭେନରେ ତାଙ୍କର ସାମିଲ ହେବା ତାଙ୍କ
Read More...

କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ, ଜନତା ହେଉଛନ୍ତି ହଇରାଣ

ଭୁବନେଶ୍ବର- ବାଲେଶ୍ବର କଲେଜ ଛାତ୍ରୀଙ୍କୁ ନ୍ୟାୟ ଦେବାକୁ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ କରାଯାଇଥିବା ବେଳେ ଅନ୍ୟପଟେ ଓଡିଶା ବନ୍ଦ ପାଇଁ ସମସ୍ୟା ଭୋଗୁଛନ୍ତି ସାଧାରଣ ଲୋକ। ଗାଡି ଚଳାଚଳ ହେଉନଥିବାରୁ  ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ଶତାଧିକ ଲୋକଙ୍କ ଭିଡ ଜମିଛି। ଏହି ଭିଡ ଭିତରେ ବି
Read More...

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ,
Read More...

ଆସନ୍ତାକାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ

ଭୁବନେଶ୍ୱର: ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ ସମସ୍ତ ପେଟ୍ରୋଲ 
Read More...

ଜିଲ୍ଲା ମତ୍ସ୍ୟ ଫାର୍ମରେ ମାଛ ଜାଆଁଳ ଉତ୍ପାଦନ ନିମନ୍ତେ କୃତ୍ରିମ ପ୍ରଜନନ ଅନୁଷ୍ଠିତ, ଯୋଗଦେଲେ ବିଧାୟକ ତଥା ମୁଖ୍ୟ…

ବୌଦ୍ଧ:- ବୌଦ୍ଧ ଜିଲ୍ଲା ମତ୍ସ୍ୟ ଫାର୍ମ ଠାରେ ମାଛ ଜାଆଁଳ ଉତ୍ପାଦନ ନିମନ୍ତେ କୃତ୍ରିମ ପ୍ରଜନନ ପାଇଁ ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି
Read More...

ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୬/୦୭ : ଆସନ୍ତା ୧୭ ତାରିଖରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ଦିନ ହେବାକୁ ଥିବା ନିଯୁକ୍ତି ପରୀକ୍ଷାକୁ ସ୍ଥଗିତ କରିଛି ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) । ଆସନ୍ତା ୧୭
Read More...

ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର , ବବିଙ୍କ ସମେତ ବହୁ ବିଜେଡି ନେତା ଆହତ

ଭୁବନେଶ୍ବର: ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ମୁହାଁମୁହିଁ ପରିସ୍ଥିତି ।  ବିଜେଡି କର୍ମୀ ଓ ପୋଲିସ ଧସ୍ତାଧାସ୍ତି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ପାଣିମାଡ଼ ସହ ଲୁହବୁହା ଗ୍ୟାସ୍ ପ୍ରୟୋଗ କଲା ପୋଲିସ । ଏଥିସହ ରବର ବୁଲେଟ ମଧ୍ୟ ମାଡ
Read More...

ପୁଣିଥରେ ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ

ଲଣ୍ଡନ,୧୬।୭: ବୈଭବ ସୂର୍ଯ୍ୟବଂଶୀ ପୁଣିଥରେ ଇତିହାସ ରଚିଛନ୍ତି। ଏଥର ସେ ୩୪ ବର୍ଷର ପୁରୁଣା ବିଶ୍ୱ ରେକର୍ଡ ଭାଙ୍ଗିବାର ସାକ୍ଷୀ ହୋଇଛନ୍ତି। ପୁରୁଷ ସିନିୟର ଏବଂ ମହିଳା ଦଳ ପରି ଭାରତର ୧୯ ବର୍ଷରୁ କମ ଦଳ ମଧ୍ୟ ଇଂଲଣ୍ଡ ଗସ୍ତରେ ଅଛି। ବୈଭବ ସୂର୍ଯ୍ୟବଂଶୀ ସେହି ଦଳର ଏକ ଅଂଶ। ଭାରତୀୟ ଦଳ
Read More...