ଗ୍ରାମ ରୋଜଗାର ସେବକ ସଂଘର ବୈଠକ
ଫୁଲବାଣୀ,୨୭/୮:- ନିଖିଳ ଓଡ଼ିଶା ଗ୍ରାମ ରୋଜଗାର ସେବକ ସଂଘର ଏକ ବୈଠକ ସଭାପତି ଶ୍ରବଣ କୁମାର ପଣ୍ଡାଙ୍କ ପୌରହିତ୍ୟରେ ନେତାଜୀ କ୍ଳବ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପସଭାପତି ବିଜୟ କୁମାର ସାହୁ, ଅଞ୍ଜଳି ନାୟକ ଓ ସାଧାରଣ ସଂପାଦକ ସାମନ୍ତ ଦିଗାଲଙ୍କ ସହ ପ୍ରତି!-->…
Read More...
Read More...