ଉନ୍ନୟନ କାମର ଅଗ୍ରଗତି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ସାମ୍ବାଦିକ

ସୁବର୍ଣ୍ଣପୁର- ଗତକାଲି ଅପରାହ୍ନରେ ଜିଲ୍ଲାର ବିଭିନ୍ନ ଉନ୍ନୟନ କାମର ଅଗ୍ରଗତି ବାବଦରେ ଜିଲ୍ଲାର କିଛି କର୍ତ୍ତବ୍ୟରତ ସାମ୍ବାଦିକ ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେଙ୍କୁ ଭେଟି ଆଲୋଚନା କରିଛନ୍ତି। ବିଶେଷ କରି ମହାନଦୀ ବ୍ରିଜଠାରୁ କୁଞ୍ଜଛକ ପର୍ଯ୍ୟନ୍ତ ଚାଲିଥିବା ଚାରିଥାକିଆ ରାସ୍ତାର
Read More...

ଦଶପଲ୍ଲା ଓ ସରିଗଣ୍ଡା ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପକ୍ଷରୁ ସଚେତନତା କର୍ମଶାଳା

ଦଶପଲ୍ଲା: ଭାରତୀୟ ଷ୍ଟେଟ ବ୍ୟାଙ୍କ ଦଶପଲ୍ଲା ଓ ସରିଗଣ୍ଡା ଶାଖା ପକ୍ଷରୁ ଅଗଷ୍ଟ ୧ରୁ ୩୧ ପର୍ଯ୍ୟନ୍ତ ପାଳିତ ହେଉଛି ମନସୁନ୍‌ କ୍ୟାମ୍‌ପେନ୍‌ । ଏହି ଅବସରରେ ଆଜି ଦଶପଲ୍ଲା ବ୍ଲକ କାର୍ଯାଳୟଠାରେ ଏକ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ୟାଙ୍କର କର୍ମଚାରୀ ଓ
Read More...

ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ : ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ସଦର ରେଞ୍ଜ ଅବକାରୀ ଥାନା ଅଧିକାରିଣୀ ମାନସୀ ସାହୁଙ୍କ ନେତୃତ୍ୱରେ ଏକ ଟିମ କୋଣାର୍କ ଥାନା ଅଧୀନରେ ଥିବା କୋଣାର୍କ ବସ ଷ୍ଟାଣ୍ଡ ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ସୁଲଭ ଶୌଚାଳୟ ସାମ୍ନାରେ ଚଢ଼ାଉ କରି
Read More...

ସଂକୁଲୋଇ ମାହେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ସାପ୍ତାହିକ ଶୁକ୍ରବାର ହାଟ ଶୁଭ ଉଦଘାଟିତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ସଂକୁଲୋଇ ପଞ୍ଚାୟତରେ ଆଜି ଶୁକ୍ରବାର ସାପ୍ତାହିକ ହାଟ ଉଦଘାଟିତ ହୋଇଯାଇଛି । ଏହି ଅଂଚଳର ଆଖ ପାଖ ପଂଚାୟତ ଗୁଡିକରେ ଶୁକ୍ରବାର ହାଟ ନଥିବା ଫଳରେ କୃଷିର ବିକାଶକୁ ଆଖି ଆଗରେ ରଖି ଓ ଛୋଟ ବଡ଼ ବ୍ୟବସାୟୀ ସାମଗ୍ରୀ ବିକ୍ରୟ କରିବା ସହିତ
Read More...

୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଘୁ.ଉଦୟଗିରି:ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ନିମନ୍ତେ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ସ୍କୁଲ ଗୁଡ଼ିକୁ ରୂପାନ୍ତରଣ କରୁଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ସମିତି ଅନ୍ତର୍ଗତ ରଟିଙ୍ଗିଆ ପଞ୍ଚାୟତରେ ମଧ୍ୟ ସରକାରଙ୍କ ତରଫରୁ ପଞ୍ଚାୟତ ସ୍କୁଲକୁ
Read More...

ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା, ଦୁର୍ଘଟଣା ଗ୍ରସ୍ତ ବ୍ୟକ୍ତିଙ୍କ ଜିନିଷ ଫେରାଇଲେ

ଘୁ ଉଦୟଗିରି:ଗତକାଲି କଳିଙ୍ଗା ଗ୍ରାମପଞ୍ଚାୟତ ଅଧିନରେ ଥିବା କୂର୍ମୀଙ୍ଗିଆର କାଟାଲ ନାଜୁ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଟୁନା ପ୍ରଧାନଙ୍କୁ ୧୦୮ଆମ୍ବୁଲାନ୍ସ ଦ୍ୱାରା କର୍ମଚାରୀମାନେ ଘୁ ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ।କିନ୍ତୁ ଘଟଣା ସ୍ଥଳରେ ୧୦୮ ଆମ୍ବୁଲାନ୍ସ
Read More...

ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କ୍ରୀଡ଼ା ପ୍ରତିଯୋଗିତା

ବାଲିଗୁଡ଼ା:ଦାରିଙ୍ଗବାଡ଼ି ବ୍ଲକ ରାପଡ଼ାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ଠାରେ ଶୁକ୍ରବାର ଦିନ ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କ ମଧ୍ୟରେ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ରସାନନ୍ଦ କରଙ୍କ ଅଧ୍ୟକ୍ଷତାରେ
Read More...

ଗଜପତି ଜିଲ୍ଲାର ବିଭିନ୍ନ ନିର୍ମାଣଧୀନ କାର୍ଯ୍ୟ ସମୀକ୍ଷା ସହ ପରିଦର୍ଶନ କଲେ ପ୍ରମୁଖ ଶାସନ ସଚିବ

ପାରଳାଖେମୁଣ୍ଡି:ଗଜପତି ଜିଲ୍ଲା ରାୟଗଡ଼ା ବ୍ଲକର ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପୁଟିସାହି ଠାରୁ ଲିମାରସିଙ୍ଗି ପୋଲ, କାଶୀପଦରର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରାସ୍ତା ଓ ଜାତୀୟ ରାଜପଥ ଠାରୁ ବ୍ରଲଣ୍ଡା ରାସ୍ତା କାର୍ଯ୍ୟର ଅଗ୍ରଗତିର ରାଜ୍ୟ ଗ୍ରାମୀଣ
Read More...

ନିୟମଗିରି ଅଞ୍ଚଳରେ ଲାଗିଲା ମାଓ ବିରୋଧୀ ପୋଷ୍ଟର,ଡଙ୍ଗରିଆ ମହିଳାଙ୍କୁ ନିର୍ଯାତନା ଅଭିଯୋଗ

ରାୟଗଡା: ରାୟଗଡ଼ା ଜିଲ୍ଲା କଲ୍ୟାସିଂହପୁର ବ୍ଲକ ନିୟମଗିରି ପାହାଡର ପାର୍ସାଲି ଗ୍ରାମରେ ଥିବା ଅଙ୍ଗନବାଡି କେନ୍ଦ୍ରର କାନ୍ଥରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ଉକ୍ତ ପୋଷ୍ଟରରେ ମାଓବାଦିମାନେ ନୀୟମଗିରି ଅଞ୍ଚଳର ମହିଳା ମାନଙ୍କୁ ମାଓ ସଂଗଠନରେ ସାମିଲ୍‌ କରି
Read More...

ଡେଲାଙ୍ଗ ତହସିଲଦାରଙ୍କୁ ଆକ୍ରମଣ ଅଭିଯୋଗ

ପୁରୀ: ପୁରୀ ଜିଲ୍ଲା ଡେଲାଙ୍ଗ ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀଙ୍କୁ ଆକ୍ରମଣ ଅଭିଯୋଗ । ପଥର ଚୋରା ଚାଲାଣ ହେଉଥିବା ଗାଡିକୁ ଚଢ଼ାଉ ବେଳେ ହୋଇଥିଲା ଆକ୍ରମଣ । ଜବତ କରିଥିବା ଟ୍ରାକ୍ଟରରୁ ଜୋର ଜବରଦସ୍ତ ଛଡାଇ ନେଇଥିଲେ ଦୁର୍ବୃତ୍ତ । ଡେଲାଙ୍ଗ ଥାନାରେ ଅଭିଯୋଗ ପରେ ୫ ଟ୍ରାକ୍ଟର ଜବତ ।
Read More...