ରାଜ୍ୟରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ ୨୪ଟି!-->…
Read More...
Read More...