ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ
ଭୁବନେଶ୍ୱର :ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି।ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି!-->…
Read More...
Read More...