ବୌଦ୍ଧ ଜେଏନଭି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ବୌଦ୍ଧ,୮ା୮ : ଜବାହର ନବୋଦୟ ବିଦ୍ୟାଳୟ ବୌଦ୍ଧରେ ହର ଘର ତ୍ରିରଙ୍ଗା ରାଲିର ଆୟୋଜନ କରାଯାଇଛି । ଏଥିରେ ସ୍କାଉଟ ଓ ଗାଇଡ, ଏନସିସି, ଏନଏମଏସର ଛାତ୍ରଛାତ୍ରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନେ ବୌଦ୍ଧ ନବୋଦୟରୁ ବାହାରି ପାଖରେ ଥିବା ଏରେଡା ଗ୍ରାମ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ବୌଦ୍ଧଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର

ବୌଦ୍ଧ,୮ା୮ : ବୌଦ୍ଧଜିଲ୍ଲା ହରଭଙ୍ଗା ପଂଚାୟତ ସମିତି ସଭାଗୃହ ଠାରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ବୌଦ୍ଧଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ବବିତାରାଣୀ ଦଳବେହେରା ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର
Read More...

ସିଆଇଟିୟୁର ଆଇନ୍‌ ଅମାନ୍ୟ ଆନ୍ଦୋଳନ

ଦଶପଲ୍ଲା : ଆଜି ଅଗଷ୍ଟ ୮ ତାରିଖ ଦିନ ସିଆଇଟିୟୁ ,ଅଖିଳ ଭାରତ କୃଷକ ସଭା ଓ ଅଖିଳ ଭାରତ କ୍ଷେତ ମଜଦୂର ୟୁନିଆନ ପକ୍ଷରୁ ଦଶପଲ୍ଲାରେ ଆଇନ ଅମାନ୍ୟ ଆନ୍ଦୋଳନ ଅନୁଷ୍ଠିତ ହୋଇଯାଇଛି । ଦରଦାମ ବୃଦ୍ଧି ବିରୁଦ୍ଧରେ, ବେକାରଙ୍କୁ ନିଯୁକ୍ତି, ଠିକା ଶ୍ରମିକ ମାନଙ୍କୁ ଓ ଆଉଟ୍‌ ସୋର୍ଶିଂ ନିଯୁକ୍ତ
Read More...

ଗୁଜରାଟର ରଜକୋଟକୁ ଦାଦନ ଖଟିବାକୁ ଯାଇ ମିଲନ ନାୟକ ନିଖୋଜ

ତୁମୁଡ଼ିବନ୍ଧ: କନ୍ଧମାଳ ଜିଲ୍ଲା ଏକ ଆଦିବାସୀ ବହୁଳ ଜିଲ୍ଲା ଯେଉଁଠାରେ ନାହିଁ କୌଣସି ଖଣି ଖାଦାନ କି ବଡ଼ କମ୍ପାନୀ,ଯେଉଁଠାରେ ଲୋକେ ଶ୍ରମିକ ଭାବରେ ରହି କାମକରି ରୋଜଗାର କରିବେ ଓ ଜୀବିକା ନିର୍ବାହ କରିବେ । ଏହିପରି ସ୍ଥଳେ ଅଞ୍ଚଳର ବହୁ ଯୁବା ଯୁବତୀ ଦାଦନ ଖଟିବାକୁ ବାହାର ରାଜ୍ୟକୁ
Read More...

ଜୈବିକ କୃଷି ଶିକ୍ଷା କାର୍ଯ୍ୟକ୍ରମ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଆଠଗୋଟି ପଞ୍ଚାୟତ କାଟିଙ୍ଗିଆ, କୁମ୍ଭାରୀ ଗାଁ , ଝିଞ୍ଜିରିଗୁଡା, ଗଦାପୁର, ତାଜୁଙ୍ଗିଆ, ହତିମୁଣ୍ଡା, ସାରାମୁଳି ପଞ୍ଚାୟତର ଚାଷୀମାନଙ୍କୁ ନେଇ ଜୈବିକ ପଦ୍ଧତିରେ କୃଷିଜାତ ଫସଲ ଅମଳ କରିବାର
Read More...

ଗିରାସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବୌଦ୍ଧ,୮ା୮ : ବୌଦ୍ଧ ବ୍ଲକ ମୁର୍ଷୁଣ୍ଢିି ଗ୍ରାମପଞ୍ଚାୟତ ଗିରାସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲା ଯୋଗଦେଇ ଆୟୋଜିତ ସଭାରେ ପାଠ ପଢିବାରେ ଆଗ୍ରହ ରଖିବା, ଗଛ
Read More...

ଦାରିଙ୍ଗବାଡ଼ିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣୀ ସଶିବିର ଆଜି ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ବିଭିନ୍ନ ଅଞ୍ଚଳରୁ
Read More...

ହରଘର ତ୍ରିରଙ୍ଗା ଅଭିଯାନରେ ଜିଲ୍ଲାବାସୀ ସାମିଲ ହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ

ବୌଦ୍ଧ,୮ା୮ : ଆଜାଦୀକା ଅମୃତ ମହୋତ୍ସବ ଅବସରରେ ସ୍ୱାଧୀନତାର ୭୫ବର୍ଷର ସ୍ମରଣୀୟତା ପାଇଁ ଭାରତବର୍ଷର ପ୍ରତିଟି ଘରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ନିଜ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ପ୍ରେରଣା ଦେଇ ଲୋକଙ୍କ ହୃଦୟରେ ଦେଶଭକ୍ତିର ଭାବନାକୁ ଆହ୍ୱାନ କରିବା ଏହି ହରଘର
Read More...

ଟ୍ରେଡ଼ ୟୁନିଅନ ସମନ୍ୱୟ ସମିତି ତରଫରୁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଟ୍ରେଡ଼ ୟୁନିଅନ ସମନ୍ୱୟ ସମିତିର କର୍ମକର୍ତ୍ତା ମାନେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଜିଲ୍ଲାର ଜନଜୀବନ ସହ ସମ୍ପୃକ୍ତ ଏକ ଦଶ ଦଫା ଦାବୀ ପତ୍ର ପ୍ରଦାନ କରିଥିଲେ । ପ୍ରମୁଖ ଦାବୀ ମାନଙ୍କ ମଧ୍ୟରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳପଥ
Read More...

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ ଏବଂ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୯ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ ଜିତେନ୍ଦ୍ର
Read More...