ବିଚାରଧୀନ ବନ୍ଦୀଙ୍କ ଶିଶୁ ଚି଼ହ୍ନଟ ଓ ପରାମର୍ଶ କର୍ମଶାଳା

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଳା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ସୋନପୁର ଉପକାରାଗାରରେ କଏଦୀ ଓ କର୍ମଚାରୀମାନଙ୍କୁ ନେଇ ଏକ ପରାମର୍ଶ କର୍ମଶାଳା ତଥା କଏଦୀମାନଙ୍କ ସମ୍ବେଦନଶୀଳ ଶିଶୁ ଚି଼ହ୍ନଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସୋନପୁର ସବଜେଲ ସୁପରିଣ୍ଟେଡେଣ୍ଟ ଡିଲେଶ୍ୱର ଜେନାଙ୍କ
Read More...

ରନ୍ଧମଦ ଜବତ, ଗିରଫ ପରେ ଦୁଇ ଜଣଙ୍କୁ କୋର୍ଟ ଚାଲାଣ

ପାଟଣାଗଡ : ପାଟଣାଗଡ ଅବକାରୀ ବିଭାଗ ଦ୍ୱାରା ବାଗଝରଣ ଗାଁକୁ ଚଢ଼ାଉ କରି ୬ ହଜାର ୨ଶହ କେଜି ମହୁଲ ପୋଚ ନଷ୍ଟ କରିବା ସହ ୨୨୦ଲିଟର ରନ୍ଧା ମଦ ଜବତ କରାଯାଇଛି । ଏଥିରେ ସମ୍ପୃକ୍ତ ଥିବା ଦୁଇ ଜଣକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଯୁଗେଶ୍ୱର ବରିହା ଏବଂ ଗଙ୍ଗାଧର ବରିହା ।
Read More...

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଦଶପଲ୍ଲା : ଘଣ୍ଟା ଘଣ୍ଟା ଧରି ମନଇଚ୍ଛା ଅଘୋଷିତ ବିଦ୍ୟୁତ କାଟ କରି ନିଘୋଡ ନିଦରେ ଶୋଇଯାଉଛନ୍ତି ବିଦ୍ୟୁତ୍‌ ଅଧିକାରୀ । ଫୋନ୍‌ ଧରୁନାହାନ୍ତି କି ଅଭିଯୋଗ କଲେ କିଛି ବି ଶୁଣୁନାହାନ୍ତି । ଏଭଳି କିଛି ଅଭିଯୋଗ ଆଣିବା ସହ ରାଜପଥ ଉପରେ ବିଦ୍ୟୁତ୍‌ ବିତରଣ ସଂସ୍ଥାର କର୍ମଚାରୀଙ୍କୁ ଅଟକ
Read More...

ବର୍ଷା ଜନିତ ପାଣି ଘେରକୁ ନ ଯିବା ପାଇଁ ଜିଲ୍ଲାପାଳଙ୍କ ସତର୍କ ସୂଚନା

ନବରଙ୍ଗପୁର: ଜିଲ୍ଲାପାଳ ଡ଼ଃ. କମଳ ଲୋଚନ ମିଶ୍ର ଲଘୁଚାପ ଜନିତ ବର୍ଷା ପ୍ରଭାବରେ କ୍ଷୟକ୍ଷତିରୁ ରକ୍ଷା ପାଇବା ପାଇଁ ସତର୍କ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଡ଼ଃ. ମିଶ୍ର କହିଛନ୍ତି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘଚାପଜନିତ ବର୍ଷା ଯୋଗୁଁ ଆସନ୍ତା ଅଗଷ୍ଟ ୧୦ ତାରିଖ
Read More...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଖୁବଶୀଘ୍ର ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର

ପୁରୀ : ସେବାୟତ ପିଲାଙ୍କ ପାଇଁ ଆଦର୍ଶ ଗୁରୁକୁଳ ନେଇ ଏମ୍‌ଓୟୁ ଓ ସୋସାଇଟି ଗଠନକୁ ଅନୁମତି ମିଳିଛି । ସେବାୟତ ଆବାସ ଯୋଜନା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ । ପୂର୍ବ ଲ୍ୟାଣ୍ଡ ସବ କମିଟି ବୈଠକର ନିଷ୍ପତିକୁ ମୋହର ମରାଯାଇଛି । ଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ଖୁବଶୀଘ୍ର ଖୋଲା ହେବ । ଆଜି
Read More...

ବିଭିନ୍ନ ରୋଗରେ ପୀଡିତ ବ୍ୟକ୍ତିଙ୍କୁ ସାହାଯ୍ୟର ହାତ ବଢାଇଲା ଅଂଶୁମାନ ମେମୋରିଆଲ ଟ୍ରଷ୍ଟ

ଚଣ୍ଡିଖୋଲ:ଦୃଷ୍ଟିହୀନ, ଟିଭି ଓ କ୍ୟାନ୍ସର ଭଳି ଦୁରାତ୍ମ ରୋଗରେ ପଡ଼ିଥିବା ରୋଗୀଙ୍କୁ ସାହାର୍ଯ୍ୟର ହାତ ବଢ଼ାଇଛି ଅଂଶୁମାନ ମେମୋରିଆଲ ଟ୍ରଷ୍ଟ । ବଡ଼ଚଣା ବ୍ଳକର ଶାନ୍ତିପୁର ପଞ୍ଚାୟତ ବେଣାପୁର ଗ୍ରାମର ଭରତ ଚନ୍ଦ୍ର ସ୍ୱାଇଁ କ୍ୟାନ୍ସର ରୋଗରେ ପଡ଼ି ନିଜର ଆର୍ଥିକ ଓ ମାନସିକ ସ୍ଥିତି ହରାଇ
Read More...

ଗୃହରକ୍ଷୀମାନଙ୍କ ଭତ୍ତା ବଢ଼ିଲା

ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ
Read More...

ଶିକ୍ଷକ ସମାଜ ସାମାଜିକ ପରିବର୍ତ୍ତନ ପାଇଁ ସୁଯୋଗ୍ୟ ଛାତ୍ର ସୃଷ୍ଟିକରନ୍ତୁ : ଜିଲ୍ଲାପାଳ

ନବରଙ୍ଗପୁର : ଜିଲ୍ଲାରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଆଉ ପାଦେ ଆଗକୁ ଗଲା ଜିଲ୍ଲା ପ୍ରଶାସନ । ଅଧାରୁ ପାଠ ଛାଡିଥିବା ସମସ୍ତ କିଶୋର କିଶୋରୀମାନଙ୍କୁ ବିଦ୍ୟାଳୟକୁ ଫେରାଇବା ସହିତ ବିଭିନ୍ନ ପ୍ରକାର ଧନ୍ଦାମୂଳକ ଶିକ୍ଷାରେ ସେମାନଙ୍କୁ ସାମିଲ କରିବାର ଅଭିଯାନ ଆରମ୍ଭ କରାଯାଇଛି । ଏହି
Read More...

ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ସହର କବିଚନ୍ଦ୍ର ସାହି ସ୍ଥିତ କବିଚନ୍ଦ୍ର ପାଠାଗାର ପରିସରରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ବିଶାଖପାଟଣାର ବିଶିଷ୍ଟ ଅସ୍ଥିସଲ୍ୟ ବିଶେଷଜ୍ଞ ଡ଼ାକ୍ତର ରବିଚନ୍ଦ୍ର ଭାଟିପାଲ୍ଲିଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ
Read More...

ଲଘୁଚାପ ବର୍ଷାରେ ପୁରୀ ବେହାଲ

ପୁରୀ : ଲଘୁଚାପ ଯୋଗୁଁ ପୁରୀ ସହରରେ ଲଗାଣ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ଯୋଗୁ ନାହିଁ ନ ଥିବା ଅବସ୍ଥା ସୃଷ୍ଟି ହୋଇଛି । ରାସ୍ତା ଉପରେ ଆଣ୍ଟେ ଉଚ୍ଚର ପାଣି ଚାଲିଚି । ଜୀବନ ଯାତ୍ରା ସମ୍ପୂର୍ଣ୍ଣ ଠପ ହୋଇ ଯାଇଛି । ପୁରୀର ତଳିଆ ଅଞ୍ଚଳ ବଳିଆ ପଣ୍ଡା ବସ୍ତି, ସୁଜାତା ନଗର, ପେଣ୍ଠ
Read More...