କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର କର୍ମକର୍ତ୍ତା ନିର୍ବାଚନ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ ଜିଲା ପ୍ରେସ କ୍ଳବ, ଫୁଲବାଣୀ ଠାରେ ରବିବାର ଡ. ଅରୁପ କୁମାର ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ସୁନିଲ ପଟ୍ଟନାୟକ ସଂଘର ସଭ୍ୟସଭ୍ୟା ଓ କର୍ମକର୍ତ୍ତା ମାନଙ୍କୁ ପ୍ରଥମେ ସ୍ୱାଗତ!-->…
Read More...
Read More...