ପୂର୍ବତନ ଟ୍ରେଜେରୀ ଆକାଉଣ୍ଟାଣ୍ଟଙ୍କୁ ୩ ବର୍ଷ ଜେଲ ଓ ଜରିମାନା

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ସନ୍ତୋଷ କୁମାର ଜେନା ଏକ ଲାଞ୍ଚ ମାମଲାର ବିଚାର କରି ପୂର୍ବତନ ବୌଦ୍ଧ ଜିଲ୍ଲା ଟ୍ରେଜେରୀ ଆକାଉଣ୍ଟାଣ୍ଟ ଓ ବର୍ତ୍ତମାନର ସବ ଟ୍ରେଜେରୀ ଅଫିସ ବାଲିଗୁଡାରେ କାର୍ଯ୍ୟରତ ନାରାୟଣ ମଲ୍ଲିକଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀଠାରେ ଅନୁଷ୍ଠିତ ହେଲା ରକ୍ଷା ବନ୍ଧନ ଓ ଗୋପୂଜନ ଉତ୍ସବ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୁଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଓ ଗୋପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସକାଳେ ଶିଶୁମାନଙ୍କ ଦ୍ୱାରା ରକ୍ଷାବନ୍ଧନ, ଗୋପୂଜନ, ଦୀପ ପ୍ରଜ୍ୱଳନ, ସମସ୍ତ ଗୁରୁଜୀ ଗୁରୁମା ଫୁଲବାଣୀ ସହରର ପ୍ରତ୍ୟେକ ୱାର୍ଡର ବିଭିନ୍ନ
Read More...

୧୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ସୃଷ୍ଟି ହେଲାଣି ବନ୍ୟା ଆଶଙ୍କା

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଏ ଲଘୁଚାପ ପ୍ରକୋପ ସରିନି, ଆଉ ଗୋଟିଏ ଦାନା ବାନ୍ଧିଲାଣି । ତା’ ପଛକୁ ପୁଣି ଗୋଟିଏ ଆସିବ । ଆସନ୍ତା ୧୩ରେ ଆସିବ ଚଳିତ ଅଗଷ୍ଟ ମାସର ଦ୍ୱିତୀୟ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ
Read More...

ଜିମ୍ବାୱେ ଗସ୍ତରେ ସାମିଲ ହେଲେ କେଏଲ ରାହୁଲ, ତୁଳାଇବେ ଅଧିନାୟକ ଦାୟିତ୍ୱ

ନୂଆଦିଲ୍ଲୀ : ଆସନ୍ତା ୧୮ ତାରିଖରୁ ଘରୋଇ ଜିମ୍ବାୱେ ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜରେ ଖେଳିବେ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ କେଏଲ ରାହୁଲ । ବିସିସିଆଇ ମେଡିକାଲ ଟିମ୍‌ ତାଙ୍କୁ ଫିଟ୍‌ ଘୋଷିତ କରିଛନ୍ତି । ରାହୁଲ ଦଳରେ ସାମିଲ ହେବା ପରେ ତାଙ୍କୁ ଅଧିନାୟକ ଦାୟିତ୍ୱ ମଧ୍ୟ
Read More...

ପାଟଣାଗଡ ଭୂଲିଆ ସମାଜ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ପାଟଣାଗଡ : ପାଟଣାଗଡ ଭୂଲିଆ ସମାଜ ପକ୍ଷରୁ ୧୬୧ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସ୍ଥାନୀୟ ଭୂଲିଆ ଧର୍ମଶାଳା ଠାରେ ଅନୁଷ୍ଠିତ ହୋଇଯାଇଛି । ଧର୍ମଶାଳା ସମ୍ମୁଖରେ ଥିବା ସ୍ୱଭାବ କବି ଶ୍ରୀ ମେହେରଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଭୂଲିଆ ସମାଜର ପାଟଣାଗଡ ସଭାପତି
Read More...

ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ରମେଶ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଜହ୍ନାପଙ୍କ: ବୌଦ୍ଧ ବ୍ଳକ ଖୁଂଟବନ୍ଧ ଗ୍ରାମର ବାସିନ୍ଦା ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକ ରମେଶ ଚନ୍ଦ୍ର ମିଶ୍ରଙ୍କ ୯୨ ବର୍ଷ ବୟସରେ ଗୁରୁବାର ନିଜ ବାସଭବନରେ ପରଲୋକ ଘଟିଛି । ତାଙ୍କର ମୃତ୍ୟୁ ଖବର ଶୁଣି ଆତ୍ମୀୟ ସ୍ୱଜନ ଶେଷ ଦର୍ଶନ କରିଥିଲେ । ୧୯୮୮ ମସିହାରେ ସରସରା ରାଜସ୍ୱ କାର୍ଯ୍ୟାଳୟ
Read More...

ମୁଖ୍ୟ ଶାସନ ସଚିବଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ,ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ୱର:ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି କେନ୍ଦୁଝର ଜିଲ୍ଲା ଗସ୍ତକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିଛନ୍ତି ।ପୂର୍ବାହ୍ନରେ ସେ ଜିଲ୍ଲା କାର୍ଯ୍ୟାଳୟ ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀ ଆଶିଷ ଠାକ୍ରେ ଏବଂ ବିଭାଗୀୟ ଅଧିକାରୀ
Read More...

ଯମୁନା ନଦୀରେ ବୋଟ୍‌ ଟ୍ରାଜେଡି, ୨୦ ମୃତ

ନୂଆଦିଲ୍ଲୀ: ଯମୁନା ନଦୀରେ ବୋଟ୍‌ ଟ୍ରାଜେଡି। ଉତ୍ତର ପ୍ରଦେଶର ବାନ୍ଦା ନିକଟରେ ଯମୁନାନଦୀରେ ଏକ ଡଙ୍ଗା ବୁଡ଼ି ୨୦ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁବାର ଏହି ଦୁଃଖଦ ଘଟଣା ଘଟିଛି। ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଡଙ୍ଗାଟିରେ ୩୬ ଜଣ ଲୋକ ଥିଲେ। ସେମାନେ
Read More...

ବୁଦ୍ଧିଜୀବୀ ସମ୍ମିଳନୀ ଓ ରକ୍ଷା ବନ୍ଧନ ଉତ୍ସବ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୁଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଓ ସ୍ୱାଧୀନତାର ଅମୃତ ମହୋତ୍ସବର ଶୁଭ ଉଦଘାଟନ ହୋଇଯାଇଛି । ସକାଳେ ଶିଶୁମାନଙ୍କ ଦ୍ୱାରା ଗୋପୁଜନ, ରକ୍ଷାବନ୍ଧନ, ପଞ୍ଚସ୍ତରୀଟି ଦୀପଯଜ୍ଞ, ବିଭିନ୍ନ ବସ୍ତି ଓ ସାହିରେ ବୁଲି
Read More...

ନିଆରା ପରଂପରା, ବୃକ୍ଷରେ ରାକ୍ଷୀ ବାନ୍ଧିଲେ ଗ୍ରାମବାସୀ

ଦଶପଲ୍ଲା : ଆଜି ସର୍ବତ୍ର ରକ୍ଷାବନ୍ଧନ ଉତ୍ସବ ଆନନ୍ଦଉତ୍ସାହର ସହ ପାଳିତ ହୋଇଛି । ଉତ୍ସବରେ ଭଉଣୀମାନେ ଭାଇ ହାତରେ ରାକ୍ଷୀ ବାନ୍ଧୁଥିବା ବେଳେ ଏକ ନିଆରା ପରମ୍ପରା ଦଶପଲ୍ଲାରେ ଦେଖିବାକୁ ମିଳୁଛି । ଦୀର୍ଘ ବର୍ଷ ହେଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ବୁଗୁଡା ଓ ବୁଗୁଡା କଲୋନୀ ଗ୍ରାମବାସୀ ଏହି
Read More...