ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା:ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର-ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବ I ଏଥି ସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବ I ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି
Read More...

ଭଙ୍ଗା କୁଡିଆରେ ବିତୁଛି ଜୀବନ,୮୦ ବର୍ଷ ପରେ ବି ମିଳୁନି ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା

ଗଣିଆ : ୮୦ ବର୍ଷ ପରେ ବି ମିଳୁନି ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା । ବ୍ଳକ ଅଫିସ ଧାଇଁ ଧାଇଁ ଚପଲ ସରିଗଲାଣି । ଗଣିଆ ବ୍ଳକ ବଡ଼ସିଲିଙ୍ଗା ପଞ୍ଚାୟତ ସେନେପେରୀ ଗ୍ରାମର ଗୁରୁଦେବ ନାୟକ ଏବଂ ତାଙ୍କ ପତ୍ନୀ ଭଗବତୀ ନାୟକଙ୍କୁ ନେଇ ତାଙ୍କ ପରିବାର । ପୁଅଟିଏ ଥିଲା ଯେ ତାକୁ ଗୁଣି ଗାରେଡ଼ି କରି
Read More...

ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି : ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ଭୁବନେଶ୍ୱର:ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି । ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣ ଦିଗରେ ଶିଶୁ ପ୍ରକଳ୍ପ ଅଧିକାରୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି
Read More...

ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ
Read More...

ନଦୀକୁ ଖସିପଡ଼ିଲା ଯବାନଙ୍କ ବସ୍

ଶ୍ରୀନଗର: ନଦୀକୁ ଖସିପଡ଼ିଲା ଯବାନଙ୍କ ବସ୍ । ସିନ୍ଧ ନଦୀକୁ ଖସି ପଡ଼ିଲା ବସ୍ । ଭୋର ସମୟରେ ଏକ ବୁଲାଣି ରାସ୍ତାରେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି । ତେବେ ବସଟି ନଦୀକୁ ସିଧା ଖସି ଯିବା ଫଳରେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।ସୌଭାଗ୍ୟର କଥା ବସଟି ଖାଲି ଥିଲା, ସେଥିରେ କୌଣସି ଯବାନ
Read More...

ଏହି ସ୍ଥାନଗୁଡ଼ିକ ପ୍ରି-ୱେଡିଂ ପାଇଁ ଉପଯୁକ୍ତ, ଆପଣଙ୍କ ରୋମାନ୍ସକୁ ଦ୍ବିଗୁଣିତ କରିବ

ଆଜିର ସମୟରେ, ଲୋକମାନେ ପ୍ରତ୍ୟେକ ବିଶେଷ ଅବସରକୁ ସ୍ମରଣୀୟ କରିବାକୁ ଚାହାଁନ୍ତି। ବିବାହ ହେଉଛି ଦୁଇଜଣଙ୍କ ଜୀବନର ସବୁଠାରୁ ବିଶେଷ ଅବସର। ଲୋକମାନେ ବିବାହ ପୂର୍ବରୁ ସାଥୀଙ୍କ ସହିତ ପ୍ରତ୍ୟେକ ସୁନ୍ଦର ମୁହୂର୍ତ୍ତକୁ ସ୍ମୃତି ଭାବରେ ପାଳନ କରିବା ପାଇଁ ପ୍ରି-ୱେଡିଂ ସୁଟ୍ କରନ୍ତି।
Read More...

ଏହି ସମୟକୁ ଫେରିବାକୁ ଚାହୁଁଛନ୍ତି ପ୍ରିୟଙ୍କା, କହିଲେ- କ’ଣ ଭୟ କରନ୍ତି?

ଆଜି ପ୍ରିୟଙ୍କା ଚୋପ୍ରାଙ୍କ ପରିଚୟର ଆବଶ୍ୟକତା ନାହିଁ। ୨୦୦୨ ମସିହାରେ ଏକ ତାମିଲ ଚଳଚ୍ଚିତ୍ରରେ ଅଭିନେତ୍ରୀ ଭାବରେ କ୍ୟାରିଅର ଆରମ୍ଭ କରିଥିବା ଏହି ଦେଶୀ ଗାର୍ଲ ତାଙ୍କର ପ୍ରତ୍ୟେକ 'ଶୈଳୀ' ସହିତ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ପ୍ରିୟଙ୍କା ଆଜି ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ତାଙ୍କର
Read More...

ଏସିଆ କପ୍ ଖେଳିପାରିବେନି ପନ୍ତ, ଏହି ଖେଳାଳିଙ୍କ ଭାଗ୍ୟ ଚମକିବ

ନୂଆଦିଲ୍ଲୀ- ଚଳିତ ଇଂଲଣ୍ଡ ଗସ୍ତରେ ଭାରତୀୟ ଦଳ ଅନେକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏଥିମଧ୍ୟରୁ ସବୁଠାରୁ ବଡ଼ ବିପର୍ଯ୍ୟୟ ହେଉଛି ରିଷଭ ପନ୍ତଙ୍କ ଆଘାତ। ପନ୍ତଙ୍କ ପାଦ ଆଙ୍ଗୁଠି ଭାଙ୍ଗି ଯାଇଥିଲା। ତଥାପି, ପ୍ରଥମ ଇନିଂସରେ ଆହତ ସତ୍ତ୍ବେ ଖେଳିବାକୁ ବାଧ୍ୟ କରାଯାଇଥିଲା। ବିସିସିଆଇ ମଧ୍ୟ
Read More...

ସୁଭଦ୍ରା ଯୋଜନା ସଂପର୍କରେ ବଡ କଥା କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର:ଅଗଷ୍ଟ ୯ ତାରିଖରେ ପଡ଼ୁଛି ଏଥର ରାଖି ପୂର୍ଣ୍ଣିମା। ଏହି ଦିନ ସୁଭଦ୍ରା କିସ୍ତି ପ୍ରଦାନ କରାଯିବ। ୨ ଲକ୍ଷ ମହିଳାଙ୍କୁ ଏଥିରୁ ବାଦ୍ ଦିଆଯାଇଛି।ପ୍ରଥମ କିସ୍ତି ନେଲା ପରେ ଆୟକର ରିଟର୍ନ ଦେଇଛନ୍ତି, କିଏ ଗାଡ଼ି କିଣିଛନ୍ତି, ଏବଂ କାହାର ୫ ଏକର ଜମି ଥିବା କାରଣରୁ ସେମାନଙ୍କୁ
Read More...

ଏହି ସବୁ ଜିଲାରେ ହୋଇପାରେ ବଜ୍ରପାତ ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର
Read More...