ଗାୟିକା ନିର୍ମଳା ମିଶ୍ରଙ୍କ ପରଲୋକ
କୋଲକାତା : ପୂର୍ବ ଭାରତର କୋକିଳକଣ୍ଠୀଭାବେ ପରିଚିତ ପ୍ରଖ୍ୟାତ ଗାୟିକା ନିର୍ମଳା ମିଶ୍ର ଆଉ ନାହାନ୍ତି । ଗତକାଲି ବିଳମ୍ବିତ ରାତିରେ ତାଙ୍କର ହୃଦଘାତରେ ପରଲୋକ ହୋଇଛି । କୋଲକାତାର ଚେତଲା ଅଞ୍ଚଳରେ ଥିବା ତାଙ୍କ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା ।!-->…
Read More...
Read More...