ନବରଙ୍ଗପୁର ସରସ୍ୱତୀ ଶିଶୁ ମନ୍ଦିରରେ ଗୁରୁଦିବସ ପାଳିତ
ନବରଙ୍ଗପୁର: ସହର ମଧ୍ୟସ୍ଥ ଦାରୁବନ୍ଧସାହିଠାରେ ଥିବା ସରସ୍ୱତୀ ଶିଶୁ ମନ୍ଦିରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ସୁଶ୍ରୀ ରେଣୁକା ଆଚାର୍ଯ୍ୟଙ୍କ ଦ୍ୱାରା ଅତିଥି ପରିଚୟ ପ୍ରଦାନ କରାଯାଇଥିଲା । ଏହି ଉତ୍ସବରେ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ତଥା ଗୋଷ୍ଠୀ!-->…
Read More...
Read More...