ଭିଜିଲାନ୍ସ ଜାଲରେ ରେଢ଼ାଖୋଲ ଉପଖଣ୍ଡର ବିଭିଓ, ପିଏ
ସମ୍ବଲପୁର: ରେଢ଼ାଖୋଲ ଉପଖଣ୍ଡରେ ସମ୍ବଲପୁର ଭିଜିଲାନ୍ସ ଟିମ୍ ଏକ ବଡ଼ ଧରଣର ଅଭିଯାନ ଚଳାଇ ବ୍ଲକ ଭେଟନାରୀ ଅଫିସର (BVO) ଡା. ସୁବାସ ପ୍ରକାଶ ସୋରେନ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ (PA) ମହେଶ୍ୱର ସାହୁଙ୍କୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ହାତେନାତେ ଧରିଛି।
ସୂଚନା ଅନୁଯାୟୀ, ଏହି ଦୁଇ!-->!-->!-->…
Read More...
Read More...