ଆଜି ଇଣ୍ଡିଜ ବିପକ୍ଷ ଅନ୍ତିମ ଦିନିକିଆ, କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ନୂଆଦିଲ୍ଲୀ :ଆଜି ଘରୋଇ ୱେଷ୍ଟଇଣ୍ଡିଜ୍‌ ଓ ଭାରତ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଶେଷ ମ୍ୟାଚ୍‌ ଖେଳାଯିବ । ପ୍ରଥମ ଦୁଇଟି ମ୍ୟାଚରେ ଭାରତ ଜିତିଥିବାରୁ ଆସନ୍ତାକାଲିର ମ୍ୟାଚକୁ ଜିତି ଭାରତ ଇଣ୍ଡିଜ ବିପକ୍ଷରେ କ୍ଲିନ୍‌ ସୁଇପ କରିବାକୁ ଯୋଜନା କରିଛି । ଏହି ମ୍ୟାଚ୍‌ ପୋର୍ଟ ଅଫ୍‌
Read More...

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର: ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ରେଜଲ୍ଟ। ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି। www.ojee.nic.in
Read More...

୬୫୦ କୋଟି ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭୁବନେଶ୍ୱର ନାଇଜର କ୍ୟାମ୍ପସ ଠାରେ ଭାରତ ସରକାରଙ୍କ ଆଟୋମିକ୍‌ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ୬୫୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ କରାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା
Read More...

ରୋଟାରୀ ମିଡ୍‌ ଟାଉନ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

ଭଦ୍ରକ: ଭଦ୍ରକ ଟାଉନ ହଲରେ ରୋଟାରୀ କ୍ଲବ୍‌ ମିଡ ଟାଉନ ଭଦ୍ରକ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ ହୋଇଛି । ସହିଦଙ୍କୁ ସମ୍ମାନ ଜଣାଇ ଦିବସ ପାଳନ କରିବା ସହିତ ରାଷ୍ଟ୍ର ପ୍ରେମରେ ନିଜକୁ ଅନୁପ୍ରାଣୀତ କରି ସବୁଦିନ ନିଜର ଦୈନନ୍ଦିନ କାର୍ଯ୍ୟ ସହିତ ଅନ୍ୟ ପାଇଁ ଏବଂ ସମାଜ ପାଇଁ କିଛି
Read More...

୧୧ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ୧୧ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଅଫିସର ରୀନା ମହାପାତ୍ରଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ ଭାବେ
Read More...

ଭୁବନେଶ୍ୱରରେ ପହଞ୍ଚିଲେ ବାବୁସାନ, କହିଲେ ସବୁ କହିବି

ଭୁବନେଶ୍ୱର: ଦୀର୍ଘ ୪ ଦିନ ହେଲା ଲାଗିଥିବା ହାଇଡ୍ରାମାରେ ଏକ ପ୍ରକାର ଯବନିକା ପଡ଼ିଲା। ଶେଷରେ ଭୁବନେଶ୍ୱରରେ ପହଞ୍ଚିଲେ ଓଲିଉଡ ଅଭିନେତା ବାବୁଶାନ । ଗତକାଲି ପ୍ରକୃତି ମିଶ୍ର ଭୁବନେଶ୍ୱରରେ ପହଞ୍ଚିଥିବା ବେଳେ ବାବୁଶାନ କେବେ ଫେରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ଏହାପରେ
Read More...

ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ

କେନ୍ଦ୍ରାପଡା :ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ତାଙ୍କୁ ଲାଞ୍ଚ ଟଙ୍କା ସହ ଧରିଛି । ତେବେ ତିନିମୁହାଣି ଛକ
Read More...

କେନାଲ ହିଡ଼ଭାଙ୍ଗି ଶତାଧିକ ଏକର ଚାଷଜମି ଜଳମଗ୍ନ

ସୁବର୍ଣ୍ଣପୁର: ହୀରାକୁଦ ସେଚାଞ୍ଚଳ ଭିମଟିକ୍ରା ଡିଷ୍ଟିବ୍ୟୁଟାରି କୁହିବାହାଲ ସେକ୍ସନ ସାହାଜବାହାଲ ଗ୍ରାମ ନିକଟରେ ଗତକାଲି କେନାଲ ହିଡ଼ ଭୁଶୁଡି ପଡିବାରୁ ପ୍ରାୟ ଶତାଧିକ ଏକର ଚାଷଜମି ଜଳମଗ୍ନ ହୋଇପଡିଛି । ସୂଚନା ଅନୁଯାୟୀ ଭିମଟିକ୍ରା ଡିଷ୍ଟିବ୍ୟୁଟାରି କୁହିବାହାଲ ମୁଖ୍ୟ କେନାଲରେ ପ୍ରବଳ
Read More...

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ସୁବର୍ଣ୍ଣପୁର: ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳେଇ, ସୁବର୍ଣ୍ଣପୁର ଜିଲ୍ଳା ଗସ୍ତରେ ଆସି ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରି କରାଯାଉଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟାନ୍ୱୟନର ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ରାଜସ୍ୱ ଆୟୁକ୍ତ ଡଃ ଦଳେଇ ଅନୁଦାନ ଅର୍ଥର
Read More...

କୋଶଲ ରାଜ୍ୟ ଦାବିରେ ତେଜୁଛି ଆନ୍ଦୋଳନ, ଆସନ୍ତା ୨୯ରେ ଜାତୀୟ ରାଜପଥ ଅବରୋଧ

ସୁବର୍ଣ୍ଣପୁର: ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ଆନ୍ଦୋଳନ । ଏହାକୁ ଆହୁରି ତୀବ୍ରତର କରିବା ପାଇଁ ଆସନ୍ତା ୨୯ ତାରିଖରେ ଦୁଇ ଘଣ୍ଟା ପାଇଁ ଜାତୀୟ ରାଜପଥ ଅବରୋଧ ପାଇଁ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା(କେଏମ୍‌ଏମ୍‌) ପକ୍ଷରୁ ସୂଚନା ଦିଆଯାଇଛି । ଜୁଲାଇ
Read More...