ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’, ୧୫ କିମି ବେଗରେ ମାଡି ଆସୁଛି
ଭୁବନେଶ୍ୱର:ସମୁଦ୍ର ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’। ଘଣ୍ଟା ପ୍ରତି ୧୫ କିମି ବେଗରେ ଗତି କରି ନିକଟତର ହେଉଛି। ଏବେ ମଛଲିପଟନମ ଠାରୁ ୧୯୦, କାକିନାଡ଼ାଠାରୁ ୨୭୦ କିମି ଦୂରରେ ଅଛି ‘ମୋନ୍ଥା’। ସେହିପରି ଗୋପାଳପୁର ଠାରୁ ୫୭୦ କିମି ଦୂରରେ ଅଛି। ଆଜି ସଂଧ୍ୟା କିମ୍ବା ରାତିରେ!-->…
Read More...
Read More...