ଶିକ୍ଷକ ବଦଳି ପ୍ରତ୍ୟାହାର ଦାବିରେ ସ୍କୁଲରେ ତାଲା
ବୌଦ୍ଧ : ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ନକରିବାକୁ ନେଇ ବିଦ୍ୟାଳୟ ଗେଟରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ । ବୌଦ୍ଧ ବ୍ଲକ ଗୁନ୍ଦୁଲିଆ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ବଦଳି ପ୍ରତିବାଦକୁ ନେଇ ଛାତ୍ର ଛାତ୍ରୀ ଓ ଅଭିଭାବକ ସ୍କୁଲ ଗେଟରେ ତାଲା ପକାଇ ପ୍ରତିବାଦ କରିଛନ୍ତି ।!-->…
Read More...
Read More...