ପୁରୀ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ପୁରୀ : ପୁରୀ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପୁରୀ ଜିଲ୍ଲା କଂଗ୍ରେସ ସଭାପତି ରବୀନ୍ଦ୍ର ସେଠୀଙ୍କ ନେତୁତ୍ୱ ଶତାଧିକ କଂଗ୍ରେସ କର୍ମୀ ଏକଜୁଟ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । କେନ୍ଦ୍ର ବିଜେପି ସରକାର ଯେଭଳି ରାଜନୀତିକ
Read More...

ଦେଶରେ ୩ୟ ମଙ୍କିପକ୍ସ ମାମଲା ଚିହ୍ନଟ

କୋଚି : କେରଳରେ ଦେଶର ୩ୟ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି । କେରଳ ମାଲାପ୍ପୁରମର ଜଣେ ୩୫ ବର୍ଷୀୟ ଯୁବକ ମଙ୍କିପକ୍ସ ଆକ୍ରାନ୍ତ ଥିବା ଜଣାଯାଇଛି । ସେ ୟୁଏଇରୁ ଜୁଲାଇ ୬ରେ ଭାରତ ଫେରିଥିଲେ । ଜ୍ୱର ହେବାକୁ ସେ ମଞ୍ଜରି ମେଡିକାଲ କଲେଜରେ ୧୩ ତାରିଖରେ ଭର୍ତ୍ତି ହୋଇଥିଲେ ଓ ଜୁଲାଇ ୧୫ରୁ
Read More...

ନିରବ ମୋଦୀଙ୍କ ୨୫୩ କୋଟିର ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ : ପିଏନବି ଠକେଇର ମୁଖ୍ୟ ଅଭିଯୁକ୍ତ ନିରବ ମୋଦୀଙ୍କ ୨୫୩.୬୨ କୋଟି ଟଙ୍କାର ସଂପତ୍ତିକୁ ଜବତ କରିଛି ପ୍ରତିଭୂତି ନିର୍ଦ୍ଦେଶାଳୟ ବା ଇଡି । ଏସବୁ ସମ୍ପତ୍ତି ମଧ୍ୟରେ ରହିଛି ଭୂସମ୍ପତ୍ତି, ଜୁଏଲାରୀ ଓ ବ୍ୟାଙ୍କ ଜମା । ବେଆଇନ ଅର୍ଥ କାରବାର ନିରୋଧ ଆଇନ ଅଧିନରେ ଏହି
Read More...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ :
ଅଜୟ ଦେବଗନ୍‌ ଶ୍ରେଷ୍ଠ ଅଭିନେତା,ଅପର୍ଣ୍ଣା ଶ୍ରେଷ୍ଠ ଅଭିନେତ୍ରୀ

ନୂଆଦିଲ୍ଳୀ,୨୨/୭ : ଆଜି ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଦିଲ୍ଲୀର ନ୍ୟାସନାଲ୍‌ ମିଡିଆ ସେଣ୍ଟର୍‌ରେ ପୁରସ୍କାର ବିଜେତାମାନଙ୍କ ନାମ ଘୋଷଣା ହୋଇଛି । ‘ତାନାଜୀ-ଅନସଙ୍ଗ ହିରୋ’ ଫିଲ୍ମ ପାଇଁ ଅଜୟ ଦେବଗନ ଏବଂ ‘ସୋରାରାଇ ପୋଟ୍ରୁ’ ପାଇଁ ସୂରିୟାଙ୍କୁ ଶ୍ରେଷ୍ଠ ଅଭିନେତା
Read More...

ବିପଦ ସଂକୁଳ ଅବସ୍ଥାରେ ରହିଛି ରାସ୍ତାକଡରେ ଶୁଖିଲା ଗଛ, କାଟି ସଫା କରିବାକୁ ଦାବି

ଘୁ ଉଦୟଗିରି: କନ୍ଧମାଳ ଜିଲ୍ଲା ଘୁ ଉଦୟଗିରି ବ୍ଲକ ସହ ଅନେକ ମୁଖ୍ୟ ସଡ଼କ ସଂଯୋଗ କରୁଛି ।ସେପଟେ ଦେଖିଲେ କଳିଙ୍ଗା ଦେଇ ବିଜୟୱାଡ଼ା ରାଞ୍ଚି କୋରିଡୋର ସହିତ ଘୁ ଉଦୟଗିରି ଦେଇ ମୁଖ୍ୟ ରାସ୍ତା ସଂଯୋଗ କରୁଛି, ପ୍ରତିଦିନ ଶହ ଶହ ଯାନବାହନ ଯିବା ଆସିବା ସହିତ ଶହଶହ ଲୋକ ଯିବା ଆସିବା କରୁଛନ୍ତି
Read More...

ବିଜୟ ଉତ୍ସବ ପାଳିଲା ଦାରିଙ୍ଗବାଡ଼ି ବିଜେପି

ବାଲିଗୁଡ଼ା:ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ, ଓଡ଼ିଶାର ପ୍ରଥମ ଏବଂ ଆଦିବାସୀ ମହିଳା ଦୌପଦୀ ମୁର୍ମୁ ବିଜୟୀ ହୋଇ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଧ୍ୟଷ୍ଠିତ ହେବାକୁ ଯାଉଛନ୍ତି । ଏହା ସାରା ଦେଶ ବିଶେଷକରି ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିରେ
Read More...

ମା’ ନାରାୟଣୀ ଯାତ୍ରାର ଦେଶୀ ବେହେରାଙ୍କ ପରଲୋକ

ଫୁଲବାଣୀ : ଫୁଲବାଣୀ ସହରର ପ୍ରସିଦ୍ଧ ନାରାୟଣୀ ଯାତ୍ରା କମିଟୀର ଦେଶୀବେହେରା ଜେ. ଖାଲୀପାତ୍ରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା ।କିଛି ମାସ ପୂର୍ବରୁ ତାଙ୍କ ପତ୍ନୀଙ୍କ ପରଲୋକ ଗମନ କରିଥିଲେ । ମୃତ୍ୟୁ ଖବର ପାଇ ନାରାୟଣୀ ଯାତ୍ରା କମିଟି ସଭାପତି ପି.
Read More...

ଶଗଡ଼ିଆ ନାଳ ଉପରେ ନିର୍ମାଣ ହେବ ଉଚ୍ଚ-ଲେବୁଲ ସେତୁ

ହରଭଙ୍ଗା: ହରଭଙ୍ଗା -ଛତ୍ରଙ୍ଗ ପୂର୍ତ୍ତ ବିଭାଗ ରାସ୍ତାରେ ୧୯୮୨ ମସିହାରେ ଶଗଡ଼ିଆ ନାଳ ଉପରେ ଏକ ଲୋ-ଲେବୁଲ ସେତୁ ନିର୍ମାଣ ହୋଇଥିଲା । ଏହି ସେତୁ ନିର୍ମାଣ ହେବାର ୪୦ବର୍ଷ ବିତିଗଲାଣି । ଏହି ସେତୁଟି ଲୋ-ଲେବୁଲ ସେତୁ ହୋଇଥିବାରୁ ଲଗାଣ ବର୍ଷା ଓ ବନ୍ୟା ସମୟରେ ଏହି ସେତୁ ଉପରେ ୫ଫୁଟରୁ
Read More...

କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁରର ଉଭୟ ଦଶମ ଓ ଦ୍ୱାଦଶ ସିବିଏସ୍‌ଇ ବୋର୍ଡ ପରୀକ୍ଷାରେ ଶତ ପ୍ରତିଶତ ସଫଳତା

ସୁବର୍ଣ୍ଣପୁର: ଆଜି ସର୍ବଭାରତୀୟ ସ୍ତରରେ ସିବିଏସ୍‌ଇ ବୋର୍ଡ ପରୀକ୍ଷାର ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ଫଳାଫଳ ବାହାରିଛି । ପୂର୍ବ ବର୍ଷ ଭଳି ଏଥର ମଧ୍ୟ କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର ଉଭୟ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ ସହିତ ସୁନାମ ବଜାୟ ରଖିବାରେ ସକ୍ଷମ ହୋଇଛି । ଦ୍ୱାଦଶ ଶ୍ରେଣୀ
Read More...

ଓଡିଶାର ବିଶିଷ୍ଟ ବ୍ୟକ୍ତିମାନେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟି ଜଣାଇଲେ ଶୁଭେଚ୍ଛା, ଟ୍ୱିଟ୍‌ କରି ଜଣାଇଲେ…

ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଗୌରବ ତଥା ଜନଜାତି ଜନନେତ୍ରୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଆଜି ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଓଡ଼ିଶାର ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିବିଶେଷମାନେ ସାକ୍ଷାତ କରି ଅଭିନନ୍ଦନ ଜଣାଇଛନ୍ତି
Read More...