ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ଲାଷ୍ଟିକ ବ୍ୟବହାରକୁ ବର୍ଜନ ଓ ପରିବେଶ ସ୍ୱଚ୍ଛତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି : ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ବର୍ଜନ ଓ ପରିବେଶ ସ୍ୱଚ୍ଛତାକୁ ନେଇ ବିଦ୍ୟାଳୟ ପରିସରରେ ସଫେଇ ଓ ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ!-->…
Read More...
Read More...