ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ, କହିଲେ ଏମିତି
ଭୁବନେଶ୍ବର : ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । ତେବେ ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି ମହମ୍ମଦ ମୋକିମ୍ । ଓଡିଆ ଭାବାବେଗ ଓ ଓଡିଆ ଝିଅକୁ ସମ୍ମାନ ଦେଇ ସେ ଭୋଟ୍!-->…
Read More...
Read More...