ମହାପ୍ରଭୁଙ୍କ କାମ ଆମ ମାନଙ୍କ ପାଇଁ ଡ୍ୟୁଟି ନୁହେଁ ସୌଭାଗ୍ୟର ବିଷୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ପୁରୀ:ଆଜି ପୁରୀ ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସୁରକ୍ଷା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ସୁରକ୍ଷାର ତିନୋଟି ଦିଗ ଉପରେ ଯଥା ସୁରୁଖୁରୁରେ ରଥ
Read More...

45ତମ ହେରାପଞ୍ଚମୀ ଭଜନ ସମାରୋହ

ପୁରୀ- ଶରଧାବାଲି ସାଂସ୍କୃତିକ ପରିଷଦ ଆନୁକୁଲ୍ୟରେ 45ତମ ହେରାପଞ୍ଚମୀ ଭଜନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସାଂସଦ ସମ୍ବିତ ପାତ୍ର ସମାରୋହ କୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଦ ଘାଟନ କରିଥିବା ବେଳେ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ,ବିଧାୟକ ରୁପେଶ ପାଣିଗ୍ରାହୀ,ଦୁଷ୍ମନ୍ତ କୁମାର
Read More...

ବେଙ୍ଗାଲୁରୁରେ ଦଶପଲ୍ଲା ଯୁବକଙ୍କ ମୃତ୍ୟୁ, ଶବ ଆଣିବାରେ ସହାୟତା କଲେ ସାଂସଦ ସୁକାନ୍ତ ପାଣିଗ୍ରାହୀ

ଦଶପଲ୍ଲା : କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଦଶପଲ୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀର ବାସିନ୍ଦା ବନବିହାରୀ ଘଡେ଼ଇଙ୍କ ପୁତ୍ର ପ୍ରଭାସ ରଞ୍ଜନ ଘଡାଇଙ୍କ ବେଙ୍ଗାଲୁରୁରେ ମୃତ୍ୟୁ ଘଟିଛି। ଜୀବିକା ନିର୍ବାହ ପାଇଁ ବେଙ୍ଗାଲୁରୁରେ କାର୍ଯ୍ୟରତ ଥିବା ବେଳେ ଅପ୍ରତ୍ୟାଶିତ ଭାବେ ଏହି ଦୁର୍ଘଟଣା
Read More...

ଜୁନିୟର ରେଡ୍‌କ୍ରସ୍ ପରାମର୍ଶଦାତାଙ୍କ ଆବାସିକ ପ୍ରଶିକ୍ଷଣ ଶିବିର ଉଦଘାଟିତ

ବୌଦ୍ଧ- ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବୌଦ୍ଧ ଓ ଭାରତୀୟ ରେଡ଼କ୍ରସ ସୋସାଇଟି, ଓଡିଶା ରାଜ୍ୟ ଶାଖାର ମିଳିତ ଆନୁକୂଲ୍ୟରେ ଅଣ ତାଲିମପ୍ରାପ୍ତ ଜୁନିୟର ରେଡ଼କ୍ରସ ପରାମର୍ଶଦାତାଙ୍କ ତ୍ରି-ଦିବସୀୟ ପ୍ରଶିକ୍ଷଣ ଶିବିର ପଲ୍ଲୀବିକାଶ ଉଚ୍ଚ ବିଦ୍ୟାଳୟ ଲୁଣିବାହାଲ ଠାରେ ଉଦଘାଟିତ ହୋଇଯାଇଛି।
Read More...

ଭାରତ ନିର୍ବାଚନ ଆୟୋଗ ଦ୍ବାରା ସାମର୍ଥ୍ୟ ବୃଦ୍ଧି କାର୍ଯ୍ୟକ୍ରମ ଆରମ୍ଭ, ବୌଦ୍ଧ ଜିଲ୍ଲାରୁ ଯୋଗଦେଲେ ୨ବୁଥସ୍ତରୀୟ…

ବୌଦ୍ଧ: ୫୦୦ ଜଣ କ୍ଷେତ୍ର କର୍ମଚାରୀଙ୍କ ପାଇଁ ଭାରତ ନିର୍ବାଚନ ଆୟୋଗ ୨ ଦିନିଆ ସାମର୍ଥ୍ୟ ବୃଦ୍ଧି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ ଇଲେକ୍ସନ ମ୍ୟାନେଜମେଣ୍ଟ (ଡିଇଏମ୍)ରେ ବୁଥ ସ୍ତରୀୟ ଅଧିକାରୀ
Read More...

ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ

ବୌଦ୍ଧ,୧/୭- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ଠାରେ ଥିବା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା । ଜିଲ୍ଲାପାଳ ଶ୍ରୀ ପଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ତାର ଭିତ୍ତିଭୂମି ଅନୁଧ୍ୟାନ କରିବା ସହିତ ବିଭାଗୀୟ ଅଧିକାରୀ ମାନଙ୍କ
Read More...

ଦଇବ ସାଧୁଛି ଦାଉ, କିଡ୍‌ନୀ ରୋଗରେ ଛଟପଟ ସବିତା

ଦଶପଲ୍ଲା: ଜୀବନ ଜିଁଇଛି ମରିମରି,ବଞ୍ଚିବାକୁ ଆଉ ଇଚ୍ଛାନାହିଁ କିନ୍ତୁ ବଞ୍ଚିବାକୁ ପଡୁଛି ମୋର ଚାରି ଝିଅ ପାଇଁ । ସତେ ଯେମିତି ପାଲଟି ଯାଇଛି ମୁଁ ଜିଅନ୍ତା ଶବ । ହଁ ଆଜ୍ଞା ଏକଥା ଆମେ କହୁନୁ କହୁଛନ୍ତି ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ଗ୍ରାମ ପଞ୍ଚାୟତର ବିଡାପାଜୁ ଗାଁର ପ୍ରହଲ୍ଲାଦ
Read More...

ଲଗାଣ ବର୍ଷା ଯୋଗୁଁ କୌଣସି ମୁହୂର୍ତ୍ତରେ ଭାଙ୍ଗିପାରେ କାନୁପୁର ବୃହତ୍ ଜଳସେଚନ ପ୍ରକଳ୍ପର କପର୍ ଡ୍ୟାମ୍ ,ଲୋକଙ୍କୁ…

ଚମ୍ପୁଆ : ଯୋଡ଼ା ବ୍ଲକ୍ ବାସୁଦେବପୁର ଠାରେ ବୈତରଣୀ ନଦୀ ଉପରେ ନିର୍ମାଣାଧୀନ କାନୁପୁର ବୃହତ୍ ଜଳସେଚନ ପ୍ରକଳ୍ପର ନର୍ମାଣ କାର୍ଯ୍ୟ ଜୁଲାଇ ଶେଷ ସୁଦ୍ଧା ସାରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା । ଏଥିପାଇଁ କପର୍ ଡ୍ୟାମ୍ ( ମାଟିରେ ନିର୍ମିତ ଅସ୍ଥାୟୀ ବନ୍ଧ) କରାଯାଇ ବନ୍ୟାଜଳକୁ ଅଟକାଇ ଦୁଇଟି
Read More...

ସଞ୍ଜୁ ସାମସନ ହୋଇପାରନ୍ତି ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ

ନୂଆଦିଲ୍ଲୀ: ୱିକେଟ କିପର-ବ୍ୟାଟର ସଞ୍ଜୁ ସାମସନଙ୍କ କ୍ରିକେଟ୍ ଦୁନିଆରେ ଅନେକ ପ୍ରଶଂସକ ଅଛନ୍ତି । ସଞ୍ଜୁ ସାମସନ୍ ଅନ୍ତର୍ଜାତୀୟ କ୍ରିକେଟରେ ଏବଂ ଇଣ୍ଡିଆନ ପ୍ରିମିୟର ଲିଗରେ ମଧ୍ୟ ନିଜର ଛାପ ଛାଡ଼ି ସାରିଛନ୍ତି । ସଞ୍ଜୁ ଗତ କିଛି ଆଇପିଏଲ୍ ସିଜିନରେ ରାଜସ୍ଥାନ ରୟାଲ୍ସ ପାଇଁ
Read More...

ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ

ଭୁବନେଶ୍ୱର: ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ। ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକଙ୍କୁ ନିଲମ୍ବିତ କରାଯାଇଛି। ବିଞ୍ଜେଶ ରଞ୍ଜନଙ୍କୁ ରାଜସ୍ବ ବିଭାଗ ନିଲମ୍ବନ କରିଥିବା ଜଣାପଡ଼ିଛି। ସେ ଜଟଣୀ ସବ ରେଜିଷ୍ଟ୍ରାର ଥିବାବେଳେ ବେଆଇନ କାମ ଅଭିଯୋଗରେ ନିଲମ୍ବିତ
Read More...