ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ
ନୂଆଦିଲ୍ଲୀ : ଆସନ୍ତାକାଲି ଉପରାଷ୍ଟ୍ରପତି ପଦ ପାଇଁ ଭୋଟ ଗ୍ରହଣ କରାଯିବ । ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି । ଭୋଟ ଗ୍ରହଣ ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି । ଆସନ୍ତାକାଲି ହିଁ ଫଳାଫଳ ଘୋଷଣା ହେବାର ସମ୍ଭାବନା ରହିଛି । ଏହି ପଦ ପାଇଁ ଶାସକ ନ୍ୟାସନାଲ ଡେମୋକ୍ରାଟିକ୍!-->…
Read More...
Read More...