ଲିଡ଼ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ ମେଳା

ଗଜପତି,୯/୬- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ୟୁନିଅନ ବ୍ୟାଙ୍କର ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରଠାରେ ଲିଡ଼ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗ ଦେଇ
Read More...

ଶ୍ରୀଶ୍ରୀ ରଣେଶ୍ୱର ରାମଚଣ୍ଡୀଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ

ବୌଦ୍ଧ,୮/୬- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ସରସରା ଗ୍ରାମରେ ସରସରା ମନ୍ଦିର ପରିଚାଳନା କମିଟି ଓ ଜିଲ୍ଲା କୁଲୁତା ସମାଜ ଆନୁକୂଲ୍ୟରେ ଶ୍ରୀଶ୍ରୀ ରଣେଶ୍ୱର ରାମଚଣ୍ଡୀଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଛି । ୩ଦିନ ଧରି ଏହି ଉତ୍ସବ ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି
Read More...

ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ଗଜପତି,୮/୬- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରାକୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ । ଏହି ଶୋଭାଯାତ୍ରା ସହର ପରିକ୍ରମା କରି ବିଭିନ୍ନ
Read More...

ବୌଦ୍ଧ ରଥ ମରାମତି ନିର୍ମାଣ କାମ ଓ ମନ୍ଦିର ପରିବେଶ ତଦାରଖ କଲେ ଅତିରିକ୍ତ ଜିଲ୍ଲାପାଳ

ବୌଦ୍ଧ,୭/୬ - ଚଳିତବର୍ଷ ବୌଦ୍ଧରେ ରଥଯାତ୍ରାକୁ ମହାସମାରୋହରେ ପାଳନ କରିବାପାଇଁ ଜିଲ୍ଲା ପ୍ରଶାସନ, ବ୍ରାହ୍ମଣ ସମାଜ ଓ ମନ୍ଦିର ପରିଚାଳନା କମଟି ପକ୍ଷରୁ ଉଦ୍ୟମ ଜାରିରହିଛି । ଆଜି ଅତିରିକ୍ତ ଜିଲ୍ଲାପାଳ ବବିତା ଦଳବେହେରା ରଥଖଳାକୁ ଯାଇ ରଥ ମରାମତିର କାମ ତଦାରଖ କରିଥିଲେ । ଗତ ଦୁଇବର୍ଷ
Read More...

ବୌଦ୍ଧ: ସମବାୟ ନିର୍ବାଚନ ଶାନ୍ତିଶୃଙ୍ଖଳାରେ କରିବାକୁ ଜିଲ୍ଲାସ୍ତରୀୟ ବୈଠକ

ବୌଦ୍ଧ,୭ା୬ : ବୌଦ୍ଧ ଜିଲ୍ଲାରେ ସମବାୟ ସମିତି ଗୁଡିକରେ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ କରିବାକୁ ଆଜି ଏକ ଜିଲ୍ଲାସ୍ତରୀୟ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ
Read More...

ବୌଦ୍ଧ ଜେଏନଭିରେ ଡାକ ଟିକଟ, ଷ୍ଟାମ୍ପ, ଦେଶ ବିଦେଶର ମୁଦ୍ରା ଓ ନୋଟ ପ୍ରଦର୍ଶନ

ବୌଦ୍ଧ,୬/୬- ଆଜି ବୌଦ୍ଧର ଡାକଟିକଟ ସଂଗ୍ରାହକ ବିଶ୍ୱନାଥ ମିଶ୍ର ନିଜ ଉଦ୍ୟମରେ ସଂଗ୍ରହ କରିଥିବା ଡାକ ଟିକଟ, ଷ୍ଟାମ୍ପ, ଦେଶ ବିଦେଶର ମୁଦ୍ରା ଓ ନୋଟକୁ ବୌଦ୍ଧ ପାଲଝରସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟରେ ପ୍ରଦର୍ଶନ କରିଛନ୍ତି । ଏହି ପ୍ରଦର୍ଶନୀକୁ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ବୃନ୍ଦ
Read More...

ଶିଶୁ ସୁରକ୍ଷା ଓ ବାଲ୍ୟବିବାହ ନିରାକରଣ ନିମନ୍ତେ ସରପଞ୍ଚଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

ସୁବର୍ଣ୍ଣପୁର,୬/୬ - ଡୁଙ୍ଗୁରିପାଲି ବ୍ଲକ ପ୍ରଶାସନ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ବ୍ଲକ ସଭାଗୃହ ଠାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ନିମନ୍ତେ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସମସ୍ତ ଗ୍ରାମ ପଞ୍ଚାୟତର ସରପଞ୍ଚ ଙ୍କ ସହ ଜିଲ୍ଲାପାଳଙ୍କ ଏକ ବୈଠକ ଅନୁଷ୍ଠିତ
Read More...

ଯୁଗଳମୂର୍ତ୍ତିଙ୍କ ନଗର ପରିକ୍ରମା ସହ ମହାଆଡମ୍ବରରେ ସମାପନହେଲା ସୁବର୍ଣ୍ଣପୁରର ଶୀତଳ ଷଷ୍ଠୀ ଯାତ୍ରା

ସୁବର୍ଣ୍ଣପୁର,୬/୬ - ବାବା ସୁବର୍ଣ୍ଣମେରୁ ଓ ଜଗତଜନନୀ ମାତା ପାର୍ବତୀ ଙ୍କ ଯୁଗଳମୂର୍ତ୍ତି ଓ ଅଷ୍ଟଚଣ୍ଡୀ, ଅଷ୍ଟ ଶମ୍ଭୁ ଓ ଅଷ୍ଟବିଷ୍ଣୁଙ୍କ ନଗର ପରିକ୍ରମା ପରେ ମହାଆଡମ୍ବରରେ ଆଜି ଉଦଯାପିତ ହୋଇଯାଇଛି ସୁବର୍ଣ୍ଣପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା । ଆଜି ଭୋରରୁ ସୁବର୍ଣ୍ଣପୁର ଭଗବତି
Read More...

ବିଶ୍ୱ ପରିବେଶ ଦିବସ ଓ ଚାରା ରୋପଣ କାର୍ଯ୍ୟକ୍ରମ

ନବରଙ୍ଗପୁର,୫/୬- ନବରଙ୍ଗପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ଆଇନଜୀବୀ ସଂଘ ତରଫରୁ ଜିଲ୍ଲା କୋର୍ଟ ପରିସରରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅଦାଲତ ପରିସରରେ ବଟ ବୃକ୍ଷ ଓ ଅନ୍ୟାନ୍ୟ ଚାରାରୋପଣ କରାଯାଇଥିଲା । ଅତିଥି ଭାବେ ଅତିରିକ୍ତ ଜିଲ୍ଲାଜଜ୍‌
Read More...

ବୌଦ୍ଧ ଜିଲ୍ଲା ସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳିତ

ବୌଦ୍ଧ,୫/୬- ବୌଦ୍ଧ ବୀରନରସିଂହପୁର ନର୍ସରୀ ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ବନ ସଂରକ୍ଷକ ଜିତେନ୍ଦ୍ର କୁମାର ବେହେରା ସଭାକୁୁ
Read More...