ପଲସାଗୋରା ଟ୍ରାକ୍ଟର ମାଲିକ ସଂଘ ବୈଠକ, ନୂତନ କର୍ମକର୍ତ୍ତା ଚୟନ: ଶିତିକଣ୍ଠ ସଭାପତି ଓ ଜୀତେନ୍ଦ୍ରୀୟ ସଂପାଦକ ଘୋଷିତ
କଣ୍ଟାମାଳ,୨୩/୭- ବୌଦ୍ଧଜିଲ୍ଲା ପଲସାଗୋରାଠାରେ ପଲସାଗୋରା ଓ ଏହାରି ଆଖପାଖ ଅଞ୍ଚଳରେ ଥିବା ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଏକ ବୈଠକ ସ୍ଥାନୀୟ କଲ୍ୟାଣମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁଶୀଲ କୁମାର ପ୍ରହରାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଟ୍ରାକ୍ଟର ମାଲିକମାନେ ସେମାନଙ୍କ!-->…
Read More...
Read More...