ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣାଗ୍ରସ୍ତ, ୨ ମୃତ
ବାଲିଗୁଡ଼ା,୧୦/୭: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ମାଦିନାଟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାରେ ଦୁଇଜଣ ମୋଟରସାଇକେଲ ଆରୋହୀ ମୃତ୍ୟୁବରଣ କରିଛନ୍ତି । ମୃତକ ଦୁଇଜଣ କୁଟିକିଆ ଅଞ୍ଚଳର ସୁନିଲ!-->…
Read More...
Read More...