ବୀହାଲି ନାଳସେତୁ ସଂପୂର୍ଣ୍ଣ ଦାବିନେଇ ଜାତୀୟ ରାଜପଥ ଅବରୋଧ

ହରଭଙ୍ଗା,୭/୭- ବୌଦ୍ଧଜିଲ୍ଲା ହରଭଙ୍ଗାବ୍ଲକ ବାଣୀଭୂଷଣପୁର ଗ୍ରାମପଞ୍ଚାୟତ ବାହାଲି ନାଳସେତୁ ନିର୍ମାଣ କାଯ୍ୟ ସଂପୂର୍ଣ୍ଣ କରିବା 6ଦାବିରେ ଆଜି ସକାଳ ୬ ଟାରୁ ତେଇସିମାଇଲ୍ ଠାରେ ସ୍ଥାନୀୟ ବାସିନ୍ଦାଙ୍କ ଦ୍ବାରା ଖୋର୍ଧା ବଲାଙ୍ଗିର୍ ୫୭ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଥିବା ଦେଖିବାକୁ
Read More...

ବିଭିନ୍ନ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ, କ୍ରାଇମବ୍ରାଞ୍ଚ ତଦନ୍ତ ଦାବି

ବଲାଙ୍ଗିର : ଆଇସିଡିଏସ୍‌, ଏମଡିଏମ୍‌ ଭଳି ଜନହିତକାରୀ ଯୋଜନାରେ ହରିଲୁଟ ପ୍ରତିବାଦରେ ଜିଲ୍ଲା କଂଗ୍ରେସ ଦଳ ତରଫରୁ ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା । ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରତିବାଦ କାର୍ଯ୍ୟକ୍ରମରେ ବରିଷ୍ଠ
Read More...

ବଲିଉଡ ଭେଟେରାନ୍ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ

ବଲିଉଡ ପାଇଁ ଏକ ଦୁଃଖଦ ଖବର । ଭେଟେରାନ୍ ଅଭିନେତା ଦିଲ୍ଲୀପ କୁମାର ପରଲୋକ ଘଟିଛି। ୯୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୁମ୍ଵାଇର ହିନ୍ଦୁଜା ହସ୍ପିଟାଲରେ ବୁଧବାର ଦିନ ସକାଳ ୭ଟା ୩୦ରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ଦିଲ୍ଲୀପ କୁମାର ନିଧନରେ ବଲିଉଡରେ
Read More...

ରେକର୍ଡ ଭାଙ୍ଗୁଛି କରୋନା ମୃତ୍ୟୁ: ପୁଣି ୫୯ ଜୀବନ ନେଲା, ଚିହ୍ନଟ ହେଲେ ୨୬୦୨ ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ
Read More...

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ଅଞ୍ଚଳର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ପୋକ୍ସ ଅଦାଲତ ଅଭିଯୁକ୍ତ ଟୁନା ପ୍ରଧାନକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି । ସୂଚନାଯୋଗ୍ୟ ଯେ ୨୦୧୪ ମସିହା ଖରା ଛୁଟିରେ ନାବାଳିକା ସ୍କୁଲ ଛାତ୍ରୀ ଜଣଙ୍କ ହଷ୍ଟେଲରୁ
Read More...

୨ ବର୍ଷ ହେଲାଣି ମିଳୁନି ବକେୟା ଦରମା, କନ୍ଧମାଳ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଫୁଲବାଣୀ:କାମ କଲେ ହେଲେ ଅପେକ୍ଷା କରି କରି ବକେୟା ପାଉଣା ଗଣ୍ଡାକ ବି ମଧ୍ୟ ମିଳିଲାନି । କେତେ ଆଉ ଅପେକ୍ଷା କରିଥାନ୍ତେ । ମାସେ କି ଦିମାସ ନୁହେଁ ୨ ବର୍ଷ ହୋଇଗଲାଣି । ଏଭଳି ଅଭିଯୋଗ ଆଣିଛନ୍ତି ଫେଡକୋ ବିରୁଦ୍ଧରେ ।ଫଳରେ ମଙ୍ଗଳବାର ବହୁ ଶ୍ରମିକ ଏନେଇ କନ୍ଧମାଳ ଜିଲ୍ଲାପାଳଙ୍କୁ ଏକ
Read More...

ଦୁଇଟି ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬/୭- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇଟି ପୁସ୍ତକ ‘ ଆଜିର ଦିନଟି ମୋର’ ଏବଂ ‘ ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି । ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ବିଜୟ ଅମୃତ
Read More...

ମହାରାଜାଙ୍କ ଉଚ୍ଚ ବାଳକ ବିଦ୍ୟାଳୟରେ ୭୨ତମ ବନ ମହୋତ୍ସବ ପାଳିତ

ଗଜପତି,୬/୭- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ମହାରାଜାଙ୍କ ଉଚ୍ଚ ବାଳକ ବିଦ୍ୟାଳୟ ପରିସରରେ ୭୨ ତମ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ବିଭାଗ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ମିଳିତ ସହଯୋଗରେ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟ
Read More...

ବୌଦ୍ଧଜିଲ୍ଲା ବିଜେପି ତରଫରୁ ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଜୟନ୍ତୀ ପାଳିତ

ବୌଦ୍ଧ,୬/୭- ବୌଦ୍ଧଜିଲ୍ଲାର ସମସ୍ତ ମଣ୍ଡଳ ଶକ୍ତି କେନ୍ଦ୍ର ଓ ଜିଲ୍ଲାସ୍ତରରେ ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ଫଟୋଚିତ୍ରରେ ପୁଷ୍ପମାଳା ଓ ପ୍ରଦୀପ ପ୍ରଜ୍ଜ୍ୱଳନ ସହିତ ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ ସ୍ୱଚ୍ଛଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଡଃ
Read More...