ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

ଢେଙ୍କାନାଳ : ପୂର୍ବ ଶତ୍ରୁତାରୁ ଜଣେ ଯୁବକଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି । ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳରେ । ବଳଦିଆବନ୍ଧ ନିକଟରେ ବନ୍ଦ ହୋଇ ପଡିଥିବା ଏକ ଘରୋଇ ଚକ୍ଷୁ ହସ୍ପିଟାଲ ପରିସରରେ ଜଣେ ଯୁବକକୁ ଅତି ବୀଭତ୍ସ ଭାବେ ହତ୍ୟା
Read More...

କରୋନା ଛୁଇଁନଥିବା କନ୍ଧମାଳର ସେହିଗ୍ରାମସବୁ……

ଫୁଲବାଣୀ,୨୦/୬- କରୋନା ମହାମାରୀ ଏବେ ରାଜ୍ୟର ସହରାଞ୍ଚଳ ହେଉ କିମ୍ବା ଗ୍ରାମାଞ୍ଚଳ କାୟା ବିସ୍ତାର କରିଛି । ଏହି ସଂକ୍ରମଣରେ କେତେ ଜୀବନ ହାନି ହେବାସହ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲିି ଯାଇଛି । ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାରେ ଏମିତି କିଛି ଗ୍ରାମ ରହିଛି ଯେଉଁଠାରେ ଆଜିବି
Read More...

ପୁଣି ବଢିଲା ତେଲଦର

ଭୁବନେଶ୍ବର : ରବିବାର ଦିନ ଦେଶରେ ପୁଣି ତେଲଦର ବୃଦ୍ଧି ପାଇଛି । ପେଟ୍ରୋଲ ଲିଟର ପିଛା ୨୯ ପଇସା ଓ ଡିଜେଲ ଲିଟର ପିଛା ୩୦ ପଇସା ବୃଦ୍ଧି ପାଇଛି । ଓଡ଼ିଶାର ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ କଳାହାଣ୍ଡିରେ ପେଟ୍ରୋଲ ୧୦୦ ଟଙ୍କା ଟପିଯାଇଛି । ଏହି ବୃଦ୍ଧି ପରେ ଦିଲ୍ଲୀରେ
Read More...

କନ୍ଧମାଳ ଛାତ୍ର କଂଗ୍ରେସ ତରଫରୁ ରାହୁଲ ଗାନ୍ଧୀଙ୍କ ୫୧ ତମ ଜନ୍ମଦିନ ପାଳନ

କନ୍ଧମାଳ,୨୦/୬- ଯୁବକ ଓ ଛାତ୍ର ମାନଙ୍କର ଆଦର୍ଶ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଜୀଙ୍କ ୫୧ ତମ ଜନ୍ମଦିନକୁ କରୋନା ସଚେତନତା ଦିବସ ଓ ସହାୟତା ଦିବସ ଭାବରେ ପାଳନ କରାଯାଇଛି । କନ୍ଧମାଳ ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ଫୁଲବାଣୀ ସଦର ମହକୁମା ଠାରେ ଅସହାୟ
Read More...

ଓଡିଶାରେ ଜିଓର ରାଜ୍‌

ଭୁବନେଶ୍ୱର,୨୦/୬- ଓଡ଼ିଶା ଦୂରସଂଚାର ବଜାରରେ ନିଜର ଆଧିପତ୍ୟ ବଜାୟ ରଖିଛି ଜିଓ । ୨୦୨୧ ମାର୍ଚ୍ଚ ମାସରେ ସର୍ବାଧିକ ୨.୭୨ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଯୋଡ଼ିଛି ଜିଓ । ଓଡ଼ିଶାରେ ରିଲାଏନ୍ସ ଜିଓର ପ୍ରାୟ ୪୨% ଗ୍ରାହକ ବଜାର ଅଂଶ ରହିଛି । (ଟ୍ରାଇ) ତଥ୍ୟ ଅନୁଯାୟୀ ରାଜ୍ୟରେ ୧.୪୩ କୋଟିରୁ
Read More...

କୋଟିକୋଟି ଟଙ୍କା ରୋଜଗାର କରୁଥିବା ୫ ବଲିଉଡ ଅଭିନେତ୍ରୀ

ନୂଆଦିଲ୍ଲୀ: ଗୋଟିଏ ସମୟ ଥିଲା ଯେତେବେଳେ କେବଳ ହିରୋମାନଙ୍କୁ ଚଳ଼ଚ୍ଚିତ୍ରରେ ଗୁରୁତ୍ୱ ଦିଆଯାଉଥିଲା । ଅବଶ୍ୟ, ସମୟ ବଦଳିବା ସହିତ ଲୋକଙ୍କ ଚିନ୍ତାଧାରା ମଧ୍ୟ ବଦଳି ଯାଇଛି ଏବଂ ବର୍ତ୍ତମାନ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଏକାକୀ ଫିଲ୍ମକୁ ହିଟ୍‌ କରିବାର ଦକ୍ଷତା ରଖିଛନ୍ତି । ଏହା
Read More...

କରୋନା ସଚେତନତା ପାଇଁ କରମସାନି

ବଲାଙ୍ଗୀର : ବିଜେଡି କଳାକାର ସମନ୍ୱୟ ସାମ୍ମୁଖ୍ୟ ବଲାଙ୍ଗୀର ତରଫରୁ ଲୋକଙ୍କୁ କରୋନା ଓ ଟିକା ସଂପର୍କରେ ସଚେତନତା କରିବା ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି । ପୁଇଁତଲା ବ୍ଳକ ଭାଲେର ପଞ୍ଚାୟତ ମାକୃପାଲି ଗାଁରେ କରୋନା କରମସାନି ଆୟୋଜିତ ହୋଇଥିଲା । କଳାକାର ଘନଶ୍ୟାମ ରାୟ ଓ ସାଥି
Read More...

ପୁଣି ୪୦ଜଣଙ୍କ ମୁଣ୍ଡ ନେଲା କରୋନା, ୩୫୯୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ
Read More...

କନ୍ଧମାଳ ଛାତ୍ର କଂଗ୍ରେସ ତରଫରୁ ରାହୁଲ ଗାନ୍ଧୀଙ୍କ ୫୧ ତମ ଜନ୍ମଦିନ ପାଳନ

କନ୍ଧମାଳ,୨୦/୬: ଯୁବକ ଓ ଛାତ୍ର ମାନଙ୍କର ଆଦର୍ଶ ଅଖିଳ ଭାରତୀୟ ଜାତୀୟ କଂଗ୍ରେସ ର ପୂର୍ବତନ ସଭାପତି ରାହୁଲ୍ ଗାନ୍ଧୀଜୀ ଙ୍କ ୫୧ ତମ ଜନ୍ମଦିନକୁ କରୋନା ସଚେତନତା ଦିବସ ଓ ସହାୟତା ଦିବସ ଭାବରେ ପାଳନ କରାଯାଇଛି l କନ୍ଧମାଳ ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ଫୁଲବାଣୀ ସଦର ମହକୁମା ଠାରେ ଅସହାୟ
Read More...