ଆଉ ନାହାନ୍ତି କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ବର: ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଶନିବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କର ଦେହାନ୍ତ ଘଟିଛି। ଦୀର୍ଘ ୨୮ ଦିନ ଧରି ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ପରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ତପୁ। ସେ ପ୍ରଥମେ କରୋନା
Read More...

ବୌଦ୍ଧରେ ୧୮ ରୁ ୪୪ ବର୍ଷ ବର୍ଗ ବୟସ୍କଙ୍କ ପାଇଁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆସନ୍ତା ୨୧ରୁ

ବୌଦ୍ଧ,୧୯/୬- ସ୍ଥାନୀୟ ଟାଉନ୍‌ ହଲ୍‌ ଠାରେ ୧୮ ରୁ ୪୪ ବର୍ଷ ବର୍ଗ ବୟସ୍କଙ୍କ ପାଇଁ କୋଭିଡ୍‌ ଟିକାକରଣ ହେଉଅଛି । ଏଥିନିମନ୍ତେ Cowin portal ମାଧ୍ୟମରେ ହିତାଧିକାରୀଙ୍କୁ ପୂର୍ବରୁ ନିଜର ପଂଜିକରଣ କରିବା ସହ ସ୍ଲଟ ବୁକିଙ୍ଗ କରାଇବା ବାଧ୍ୟତାମୂଳକ ଅଟେ । ପ୍ରତ୍ୟେକ ଦିନ ୬୦୦ ଲେଖାଏଁ
Read More...

ଟାଟା ଟ୍ରଷ୍ଟ ତରଫରୁ ବିଶୁଦ୍ଧ ପାନୀୟ ଜଳ ଓ ଚାଷପୋଯୋଗୀ ପ୍ରକଳ୍ପ ଉଦଘାଟିତ

ବାଲିଗୁଡା,୧୯/୦୬.- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର କୋଟଗଡ ବ୍ଲକ ଅନ୍ତର୍ଗତ ନୀଲୀଗୁଡାରେ ଟାଟାଟ୍ରଷ୍ଟ ତରଫରୁ ପାହାଡ଼ ଝରରୁ ପହଁଚିଲା ବିଶୁଦ୍ଧ ପାନୀୟ ଜଳ ଓ ଚାଷପୋଯୋଗୀ ପ୍ରକଳ୍ପ । ଏହା କୋଟଗଡ ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ କଟକ ଜିଲ୍ଲା କଂଗ୍ରେସ ତରଫରୁ ରାସନ ସାମଗ୍ରୀ ବଣ୍ଟନ

କଟକ,୧୯/୬-- ଆଜି ଅଖିଳ ଭାରତୀୟ କଂଗ୍ରେସ କମିଟିର ସଭାପତି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ କଟକସ୍ଥିତ ଷ୍ଟେସନ ବଜାରର ୨ ନମ୍ବର ଗେଟର ମା ତାରିଣୀ ଅଟୋ ଆସୋସୋସିଅନ ଶତାଧିକ କର୍ମକର୍ତ୍ତାଙ୍କୁ କଟକ ଜିଲ୍ଲା କଂଗ୍ରେସ କମିଟି ତରଫରୁ ରାସନ ସାମଗ୍ରୀ ବଣ୍ଟନ କରାଯାଇଥିଲା । କଟକ
Read More...

ବିପଦଶଙ୍କୁଳ ହେଲାଣି ବୁରୁବୁଡା ସ୍କୁଲ ପରିବେଶ, ପ୍ରଶାସନର ଦୃଷ୍ଟି ପଡୁ

ହରଭଙ୍ଗା,୧୯/୬- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଅଫିସ ଠାରୁ ମାତ୍ର ୮କିଲୋମିଟର ଦୂରରେ ରହିଛି ତିଲେଶ୍ୱର ପଂଚାୟତ ବୁରୁବୁଡ଼ା ସରକାରୀ ଉ.ପ୍ରା ବିଦ୍ୟାଳୟ । ଏହି ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିଲେବି ଦୁଇଟି ଶ୍ରେଣୀ ଗୃହ ଛାତ୍ରଛାତ୍ରୀଙ୍କ ପାଇଁ ବ୍ୟବହାର
Read More...

ତାଳପତ୍ର ଘରେ ଦିନ କାଟୁଛନ୍ତି ସୁଶାନ୍ତଙ୍କ ପରିବାର, ଆବାସ ଯୋଜନା ସାତସପନ

ବୌଦ୍ଧ/ଜହ୍ନାପଙ୍କ,୧୯/୬- ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକମନଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି । ହେଲେ ପ୍ରକୃତ ହିତାଧିକାରୀଙ୍କ ପାଖରେ ଏହି ଯୋଜନା ପହଞ୍ଚି ପାରୁନାହିଁ । କିପରି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ନହେବେ ସେଥିପାଇଁ ବ୍ଳକସ୍ତରରୁ ପଞ୍ଚାୟତ ସ୍ତରରେ
Read More...

କରୋନା ଆକ୍ରାନ୍ତ ଯୁବକଙ୍କ ମୃତ୍ୟୁ

ହରଭଙ୍ଗା,୧୯/୬- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ସାଂପୋଚ ଗ୍ରାମର ଯୁବକ ସନ୍ତୋଷ କୁମାର ପଣ୍ଡାଙ୍କର ଗତକାଲି ଦିନ ୧୧:୪୦ ମିନିଟରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ପରଲୋକ ଘଟିଛି । କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ମାତ୍ର ୩୬ବର୍ଷ
Read More...