କରୋନା ସମୟରେ ବାଲ୍ୟ ବିବାହ ଏବଂ ନାବାଳକ ଶିଶୁ ଚାଲାଣ ଭଳି ଘୃଣିତ କାର୍ଯ୍ୟ ରୋକିବାକୁ ନେଇ ଆଲୋଚନାଚକ୍ର
ବାଲିଗୁଡ଼ା,୧୫/୬. ସମଗ୍ର ଦେଶ କରୋନା ମହାମାରୀ ଦେଇ ଗତି କରୁଥିବା ସମୟରେ ଆମ ଅଞ୍ଚଳରେ ବାଲ୍ୟ ବିବାହ ଏବଂ ନାବାଳକ ଶିଶୁ ଚାଲାଣ ଭଳି ଘୃଣିତ କାର୍ଯ୍ୟ କିଭଳି ସୃଷ୍ଟି ନହେବ ଓ ଏହା ସହ ସାମ୍ବାଦିକଙ୍କୁ ରାଜ୍ୟ ସରକାର ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିବା ପରେ ସାମ୍ବାଦିକ ମାନଙ୍କ ମନରେ ଏକ!-->…
Read More...
Read More...