ମୁଖ୍ୟମନ୍ତ୍ରୀ କଲେ କୋଭିଡ ସମୀକ୍ଷା, ଟିକା ଦାନ ୩ଲକ୍ଷ
ଭୁବନେଶ୍ୱର,୮/୬- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ରାଜ୍ୟରେ କୋଭିଡ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ!-->…
Read More...
Read More...