ରାଜ୍ୟରେ ପୁଣି ୩୯ଜଣଙ୍କ ମୁଣ୍ଡ ନେଲା କରୋନା, ୭୭୨୯ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍!-->…
Read More...
Read More...