ମାଡି ଆସୁଛି ବାତ୍ୟା ୟାସ, ଅପରାହ୍ନରେ ଭେରି ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇପାରେ
ଭୁବନେଶ୍ୱର : ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟାସ୍ । ଆଜି ଅପରାହ୍ନରେ ଭେରି ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ଅଛି । ଏହା ଅତି ଭୀଷଣକାୟ ରୂପ ଧରି ୨୬ ତାରିଖ ସକାଳେ ଚାନ୍ଦବାଲି ଓ ଧାମରା ବନ୍ଦର ନିକଟରେ ପହଞ୍ଚିବ । ମଧ୍ୟାହ୍ନ ସୁଦ୍ଧା ବାତ୍ୟା ଏହି ଅଂଚଳ!-->…
Read More...
Read More...