ପୁଣି ନଷ୍ଟ ହେଲା ୧୨୫ ଏକର ବେଆଇନ୍ ଗଞ୍ଜେଇ ଚାଷ

ବାଲିଗୁଡ଼ା ୨୦।୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗର ଅପରେସନ୍ ନୀଳ ଜହର । ପୁଣି ନଷ୍ଟ ହେଲା ୧୨କୋଟି ୫୦ଲକ୍ଷ ଟଙ୍କାର ବେଆଇନ୍ ଗଞ୍ଜେଇ ଗଛ । ରେବିଙ୍ଗିଆ ପଞ୍ଚାୟତର ସଲାକିଆ ଓ ଗଡ଼ପିଞ୍ଜା ଅଞ୍ଚଳରେ ୧୨୫ ଏକର ଜଙ୍ଗଲ ଜମିରେ ହୋଇଥିଲା ବେଆଇନ୍ ଗଞ୍ଜେଇ ଚାଷ । ଥାନା
Read More...

କରୋନା ନେଲା ଆଉ ୨ ଜଣଙ୍କ ଜୀବନ

ଭୁବନେଶ୍ୱର ୨୦।୧୧ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱରର ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି ପାଇଛି । ଏନେଇ
Read More...

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୨୩୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୦।୧୧ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୦ଜଣ
Read More...

ଡିସେମ୍ବରରେ ପଡିବ କ୍ୟାଟ୍‌-ଭିକ୍କିଙ୍କ ହାତ ଗଣ୍ଠି; ସାମିଲ ହେବେ ଏହିସବୁ ସେଲିବ୍ରିଟି

ନୂଆଦିଲ୍ଳୀ ୧୩।୧୧ : ଖୁବଶୀଘ୍ର କ୍ୟାଟଙ୍କ ଫ୍ୟାନ୍ସଙ୍କ ଅପେକ୍ଷାର ଘଟିବାକୁ ଯାଉଛି ଅନ୍ତ । ଯେଉଁ କଥାକୁ ଅନେକ ଦିନରୁ ଚାହିଁ ବସିଥିଲେ, ତାହା ଖୁବଶୀଘ୍ର ପୂରଣ ହେବାକୁ ଯାଉଛି। ଡିସେମ୍ବରରେ କ୍ୟାଟ୍ରିନା ଏବଂ ଭିକ୍କି କୌଶଲ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଦୁହିଁଙ୍କର ବିବାହର
Read More...

ଜାତୀୟ ଆଇନସେବା ପ୍ରାଧିକରଣ ସଚେତନତା ଶିବିର ଅନୁଷ୍ଠିତ

ଗଞ୍ଜାମ ୧୩।୧୧ : ଛତ୍ରପୁର ସ୍ଥିତ ସଂସ୍କୃତି ଭବନ ପରିସରରେ ଜାତୀୟ ଆଇନ ସେବା ପ୍ରାଧିକରଣ ଦ୍ୱାରା ବିଶାଳ ଆଇନ ସେବା ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଆଇନ ସେବା ପ୍ରାଧିକରଣ, ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏବଂ ଗଞ୍ଜାମ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗ କ୍ରମେ
Read More...

ବରଗଡ଼ରେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାକୁ ଦେଲେ ୨୯୫କୋଟି ଟଙ୍କାର ପ୍ରକଳ୍ପ ଭେଟି

ବରଗଡ଼ ୧୩।୧୧ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ପାଇଲେ ବରଗଡ଼ ବାସିନ୍ଦା । ଆଜି ବିଜେପୁରରୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ବରଗଡ଼ ପାଇଁ ପ୍ରାୟ ୨୯୫ କୋଟିରୁ ଅଧିକ ଟଙ୍କା ପ୍ରକଳ୍ପର ଶିଳାନ୍ୟାସର
Read More...

ଭାଗିରଥି ପାତ୍ରଙ୍କ ଜିଲ୍ଲାସ୍ତରୀୟ ୮୩ ତମ ଜୟନ୍ତୀ ସମାରୋହ ପାଳିତ

ନବରଙ୍ଗପୁର ୧୩।୧୧ : ନବରଙ୍ଗପୁର ଜିଲ୍ଲାର ସାହିତ୍ୟିକ ଭାଗିରଥି ପାତ୍ରଙ୍କ ୮୩ ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ନବରଙ୍ଗପୁର ସ୍ଥାନୀୟ ଆରସିଡ଼ି ନୋଡାଲ ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ଓ ଭାଗିରଥି ପାତ୍ର ସ୍ମୃତି ସଂସଦ ସହଯୋଗରେ
Read More...

ପ୍ରବଳ ବର୍ଷିବ, ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର ୧୩।୧୧ : ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଉତ୍ତର ତାମିଲନାଡୁରୁ ଓଡିଶା ଉତ୍ତର ଉପକୂଳ ଅଞ୍ଚଳ ଉପରେ ଟ୍ରଲ ଲାଇନ ରହିଛି । ଏହା ଆଜି ମଧ୍ୟ ସକ୍ରିୟ ରହିଛି । ଯାହା ପ୍ରଭାବରେ ପ୍ରବଳ ବର୍ଷା ହେଉଛି । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ
Read More...

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

ଗଜପତି ୧୩।୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ"ଭୋଟର ସଚେତନତା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିଥି ଭାବେ ମତଦାତା ପଞ୍ଜିକରଣ ଅଧିକାରୀ ତଥା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଦିଲୀପ କୁମାର ମହାରଣା ଯୋଗଦେଇ +୨ ଛାତ୍ରୀ ମାନଙ୍କୁ
Read More...

ଟ୍ରେନ ଆଗକୁ ଆସି ଯୁବତୀଙ୍କ ଆତ୍ମହତ୍ୟା, ଏବେ ଯାଏଁ ମିଳିନି ପରିଚୟ

ସମ୍ବଲପୁର ୧୩।୧୧ : ସମ୍ବଲପୁର ତାଳଚେର ରେଳପଥର ରେଢ଼ାଖୋଲ ଷ୍ଟେସନ ନିକଟରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ମାଲବାହୀ ଟ୍ରେନ୍ ଆଗକୁ ଆସି ଆତ୍ମହତ୍ୟା କରିଛନ୍ତି ଜଣେ ଯୁବତୀ । ବର୍ତ୍ତମାନ ସୁଦ୍ଧା ଯୁବତୀଙ୍କ ପରିଚୟ ମିଳିପାରି ନାହିଁ । ଅନ୍ୟପଟେ କେଉଁ କାରଣରୁ ସେ ଟ୍ରେନ୍ ଆଗକୁ ଆସି
Read More...