ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୮ ଜଣ ଲୋକାଲ୍‌ କେସ୍‌
Read More...

ନାହିଁ ନାହିଁରେ ଚାଲିଛି ସରକାରୀ ହୋମିଓପ୍ୟାଥିକ ଚିକିତ୍ସାଳୟ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଟାଉନ ହଲ ନିକଟରେ ଥିବା ଏକ ସ୍କୁଲ ରୁମରେ ଚାଲିଛି ସରକାରୀ ହୋମିଓପ୍ୟାଥିକ ଚିକିତ୍ସାଳୟ । ଏଥି ପୂର୍ବରୁ ଟାଉନ ହଲ ନିକଟରେ ଥିବା ଏକ ପୌର ପରିଷଦର କ୍ୱାଟରରେ ସରକାରୀ ହୋମିଓପ୍ୟାଥିକ କାର୍ଯ୍ୟାଳୟ ଚାଲୁଥିଲା। ପୌର ପରିଷଦ କ୍ୱାଟରଟିର
Read More...

ଜିଲ୍ଲା ପୋଲିସ ପକ୍ଷରୁ ୬୨ ତମ ପୋଲିସ ସହିଦ ଦିବସ ପାଳନ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ଆଜି ଫୁଲବାଣୀ ସ୍ଥିତ ରିଜର୍ଭ ପୋଲିସ ପଡ଼ିଆ ଠାରେ ୬୨ ତମ ପୋଲିସ ସହିଦ ଦିବସ ପାଳନ କରାଯାଇଛି । ଏହି ଅବସରରେ କନ୍ଧମାଳ ଏସପି ବିନୀତ ଅଗ୍ରୱାଲ ପଡ଼ିଆରେ ଉପସ୍ଥିତ ରହି ପୋଲିସ ସହିଦ ସ୍ତମ୍ଭରେ ପୁଷ୍ପଗୁଚ୍ଛ ଦେଇ ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳି
Read More...

ଆସନ୍ତାକାଲି କୁମାରପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ

ପୁରୀ : ଆସନ୍ତାକାଲି କୁମାରପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ପରଦିନ ଅର୍ଥାତ୍ ଆସନ୍ତା ୨୧ ତାରିଖରୁ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ପ୍ରତିବର୍ଷ କାର୍ତ୍ତିକ ମାସରେ ପୁରୀରେ ହବିଷ୍ୟାଳିଙ୍କ ଅସମ୍ଭବ ଭିଡ଼ ଜମିଥାଏ। କିନ୍ତୁ
Read More...

ଗଞ୍ଜେଇ ଚୋରାଚାଲାଣ ବେଳେ ତୁମୁଡ଼ିବନ୍ଧ ପୋଲିସ୍ ପକ୍ଷରୁ ଚଢ଼ାଉ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରୁ ମହାରାଷ୍ଟ୍ରର ଭୋପାଲ ଅଞ୍ଚଳକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାତୃଗାଁ ଛକ ନିକଟରେ ତୁମୁଡ଼ିବନ୍ଧ ପୋଲିସ୍ ପକ୍ଷରୁ ଚଢ଼ାଉ । ୨୨ କେଜି ୨୦୦ ଗ୍ରାମ ଗଞ୍ଜେଇ ସହ ମୋଟର ସାଇକେଲ ଜବତ କରିବା ସହ ଜଣେ ଚାଲାଣକାରୀକୁ ଗିରଫ କରି କୋର୍ଟ ଚାଲାଣ କରିଛି
Read More...

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ୨ ପର୍ଯ୍ୟଟକ; ଗୁରୁତର ଅବସ୍ଥାରେ ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ପୁରୀ : ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଭାସିଗଲେ ଦୁଇ ପର୍ଯ୍ୟଟକ। ଚକ୍ରତୀର୍ଥ ରୋଡ ହୋଟେଲ ପିଙ୍କ ହାଉସ ପଛପଟ ଓ କାମେଲିଆ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିଲେ ଦୁଇଜଣ ପର୍ଯ୍ୟଟକ। ତେବେ ଲହରୀରେ ଭାରସାମ୍ୟ ହରାଇ ଦୁଇ ପର୍ଯ୍ୟଟକ ବୁଡି ଯାଇଥିବା ଜଣାପଡିଛି। ଏହି ଦୁଇ ପର୍ଯ୍ୟଟକ
Read More...

କରୋନା ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଆଉ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୨ ଜଣ ଲୋକାଲ୍‌ କେସ୍‌
Read More...

ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଲେ ମାନ୍ୟବର ସାଂସଦ ଅପରାଜିତା ଷଡ଼ଙ୍ଗୀ

ନୂଆଦିଲ୍ଲୀ : ମାନ୍ୟବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ଦିଲ୍ଲୀରେ ମାନ୍ୟବର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଭୁବନେଶ୍ୱରବାସୀଙ୍କ ତରଫରୁ ସେ ଭୁବନେଶ୍ୱରରୁ ଜୟପୁର ଏବଂ ଭୁବନେଶ୍ୱରରୁ ଗୋଆ ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନକୁ ଅନୁମତି ଦେଇଥିବାରୁ ତାଙ୍କୁ
Read More...

ଟମାଟୋ ଓ କ୍ଷୀରରୁ ପ୍ରସ୍ତୁତ ଫେସପ୍ୟାକ୍

ହିରାଞ୍ଚଳ ଲାଇଭ : ସୁସ୍ଥ, ସୁନ୍ଦର, କମୋଳ ତ୍ବଚା ସମସ୍ତଙ୍କର ପସନ୍ଦ । କିନ୍ତୁ ଆଜିକାଲି ଜଳବାୟୁ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣରୁ ଅନେକ ତ୍ବଚା ଜନିତ ସମସ୍ୟା ଦେଖିବାକୁ ମିଳୁଛି । କିନ୍ତୁ ସବୁବେଳେ ମନେ ରଖିବା ଉଚିତ୍ ଯେ, ତ୍ବଚାଠାରୁ କେମିକାଲ ଯୁକ୍ତ ପ୍ରଡକ୍ଟକୁ ଯଥାସମ୍ଭବ
Read More...