ବଢିଲା ବସ୍ ଭଡ଼ା; ସାଧାରଣ ବସ୍ କିମି ପିଛା ୮୯ରୁ ୯୨ ପଇସାକୁ ବୃଦ୍ଧି
ଭୁବନେଶ୍ୱର : ରାଜ୍ୟରେ ପୁଣି ବଢିଲା ବସ୍ ଭଡ଼ା । କ୍ରମାଗତ ଭାବରେ ତୈଳଦର ବୃଦ୍ଧି ପାଉଥିବାରୁ ରାଜ୍ୟରେ ବଢ଼ିଲା ଯାତ୍ରାବାହୀ ବସ୍ ଭଡ଼ା । ସାଧାରଣ ବସ୍ ଭଡ଼ା କିମି ପିଛା ୮୯ ପଇସାରୁ ୯୨ ପଇସାକୁ ବୃଦ୍ଧି ପାଇଛି । ଏକ୍ସପ୍ରେସ୍ ବସ୍ ଭଡ଼ା କିମି ପିଛା ୯୩ରୁ ୯୬ ପଇସା ବଢ଼ିଛି ।!-->…
Read More...
Read More...