ପି. ବି. ଆଇ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା
ବୌଦ୍ଧ,୧୧/୧- ବୌଦ୍ଧ ଜିଲ୍ଲାରେ ଗରୀବ ଲୋକଙ୍କୁ ମିଳୁଥିବା ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ପ୍ରତିବାଦରେ ଆଜି ପ୍ରାଉଟିଷ୍ଟ ବ୍ଲକ୍ ଇଣ୍ଡିଆ ବୌଦ୍ଧ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅନଶନ ଓ ଗଣ ଧାରଣା ଦିଆଯାଇଥିଲା | ବୌଦ୍ଧ ଜିଲ୍ଲାରେ ଆବାସ ଯୋଜନାରେ!-->…
Read More...
Read More...