ରାଜ୍ୟରେ ପୁଣି ୨୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ
ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା!-->…
Read More...
Read More...