ବୌଦ୍ଧ: ଆଜି ମାତ୍ର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
ବୌଦ୍ଧ,୨୫/୧୧ - ଆଜି ବୌଦ୍ଧ ଜିଲ୍ଲାରେ ଜଣେ ମାତ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ଚିହ୍ନଟ ଜଣଙ୍କୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୨୭୨୯ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨୬୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି ଓ ୩୧ ଜଣ!-->…
Read More...
Read More...