ରାଜ୍ୟରେ ପୁଣି ୭୩୦ କରୋନା ପଜିଟିଭ ଚିହ୍ନଟ, ୧୬ ମୃତ
ଭୁବନେଶ୍ୱର ୨୫ ।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି ।!-->…
Read More...
Read More...