ବୌଦ୍ଧ : ଆଜି ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ
ବୌଦ୍ଧ,୨୩/୧୧ - ଆଜି ପୁଣି ବୌଦ୍ଧ ଜିଲ୍ଲାରେ ନୂତନ 7 ଜଣ କରୋନା ଆକ୍ରାନ୍ତ ଚିନ୍ହଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି l ଆଜି ଚିନ୍ହଟ 7 ଜଣଙ୍କୁ ମିଶାଇ ମୋଟ ପଜିଟିଭ ସଂଖ୍ୟା 2725 ରେ ପହଞ୍ଚିଛି l ସେମାନଙ୍କ ମଧ୍ୟରୁ 2674 ଜଣ ସୁସ୍ଥ ହୋଇ!-->!-->!-->…
Read More...
Read More...