ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮!-->…
Read More...
Read More...