ଏହି ଷ୍ଟାଡିୟମରେ ଆଇପିଏଲର ବିଦାୟୀ ମ୍ୟାଚ୍‌ ଖେଳିବାକୁ ଚାହାଁନ୍ତି ଧୋନୀ

ନୂଆଦିଲ୍ଲୀ : ଆଇପିଏଲ-୨୦୨୧ ପରେ ଧୋନୀ ଆଇପିଏଲରୁ ଅବସର ନେଇଯିବେ ବୋଲି ଚର୍ଚ୍ଚା ଜାରି ରହିଛି । ଏହି କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି ଖୋଦ୍‌ ଚେନ୍ନାଇ ସୁପର କିଙ୍ଗ୍‌ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ । ଇଣ୍ଡିଆ ସିମେଣ୍ଟର ୭୫ ବର୍ଷ ଅବସରରେ ପ୍ରଶଂସକଙ୍କ ସହ କଥାବାର୍ତ୍ତା କରୁଥିବାବେଳେ
Read More...

ଖେଳୁ ଖେଳୁ ଚାଲିଗଲା ଜୀବନ, କେନାଲରେ ବୁଡ଼ି ୨ ଶିଶୁ ମୃତ

ପାରାଦୀପ : ଖେଳୁ ଖେଳୁ ଚାଲିଗଲା ଜୀବନ । କେନାଲରେ ଖସି ପଡି ୨ ଶିଶୁ ମୃତ । ପାରାଦୀପର ତାଳଦଣ୍ଡାରେ ଘଟିଯାଇଛି ଏଭଳି ଏକ ଅଭାବନୀୟ ଘଟଣା । ଜଗତସିଂହପୁର ଜିଲ୍ଲା ପାରାଦୀପ ଲକପଡ଼ା ବସ୍ତି ନିକଟ କେନାଲ ପାଖରେ ଖେଳୁଥିବା ବେଳେ ବୁଡ଼ିଯାଇଥିଲେ ୨ ଶିଶୁ । ସେମାନଙ୍କ ମଧ୍ୟରେ ଜଣେ
Read More...

ପୁଣି ବଢ଼ିଲା LPG ସିଲିଣ୍ଡର ଦାମ୍, ଜାଣନ୍ତୁ କେତେ ?

ନୂଆଦିଲ୍ଲୀ : ମାସ ଆରମ୍ଭରୁ ଗ୍ରାହକଙ୍କୁ ମହଙ୍ଗା ମାଡ । ସାଧାରଣ ଲୋକଙ୍କୁ ଲାଗିଛି ଜୋରଦାର ଝଟକା । ପୁଣି ରନ୍ଧନ ଗ୍ୟାସ ଦର ବୃଦ୍ଧି କରିଛନ୍ତି ପେଟ୍ରୋଲିୟମ କମ୍ପାନି । ସିଲିଣ୍ଡର ପିଛା ବୃଦ୍ଧି ପାଇଛି ୧୫ ଟଙ୍କା । ଫଳରେ ଭୁବନେଶ୍ୱରରେ ରୋଷେଇ ଗ୍ୟାସ ସିଲିଣ୍ଡର ପିଛା ଦର ୯୨୬
Read More...

ପବିତ୍ର ମହାଳୟା ଅବସରରେ ଶ୍ରୀକ୍ଷେତ୍ର ବେଶ୍ ଚଳଚଞ୍ଚଳ

ପୁରୀ : ପବିତ୍ର ମହାଳୟା ଅବସରରେ ଶ୍ରୀକ୍ଷେତ୍ର ବେଶ୍ ଚଳଚଞ୍ଚଳ । ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଉତ୍ତର ଦ୍ୱାର ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଶ୍ରାଦ୍ଧ ଓ ପିଣ୍ତଦାନ କରିବା ସହ ପିତୃ ପୁରୁଷଙ୍କୁ ମନେ ପକାଇଛନ୍ତି। ପିତୃପକ୍ଷର ଅନ୍ତିମ ଦିବସ ହୋଇଥିବାରୁ ପିତୃ ଓ ମାତୃ ଘରର ୩
Read More...

ଜଗନ୍ନାଥ ପ୍ରସାଦରେ ବିରଳ ଶିଶୁ ପୁତ୍ର ଜନ୍ମ

ଗଞ୍ଜାମ : ଜଗନ୍ନାଥ ପ୍ରସାଦ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ବିରଳ ଶିଶୁ ପୁତ୍ର ଜନ୍ମ ନେଇଛି l ଶିଶୁଟି ଖାଦ୍ୟ ଖାଉଥିବା ଓ କାନ୍ଦୁଥିଲେ ମଧ୍ୟ୍ୟ ଶିଶୁଟିର ସମ୍ପୂର୍ଣ ଶରୀର ଫାଟିଯିବା ସହ ଶିଶୁଟିର ଆଖି ଦେଖିବାକୁ ଏକ ରକ୍ତ ମାଂସ ପିଣ୍ଡୁଳା ପରି ହୋଇଛି l ଡାକ୍ତର ଶ୍ରୀତମ ସୌରତ
Read More...

ଆଉ ନାହାଁନ୍ତି ରାମାୟଣର ରାବଣ, ହୃଦଘାତରେ ଚାଲିଗଲା ଜୀବନ

ମୁମ୍ବାଇ : ଟେଲିଭିଜନ ଜଗତର ଲୋକପ୍ରିୟ ଧାରାବାହିକ ରାମାୟଣରେ ଭୂମିକା ନିଭାଇଥିବା ଅଭିନେତା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ ହୋଇଯାଇଛି । ସେ ୮୨ ବର୍ଷ ବୟସରେ ଅନ୍ତିମ ଶ୍ୱାସକ୍ରିୟା କରିଛନ୍ତି । ତ୍ରିବେଦୀ ରାମନ୍ଦ ସାଗରଙ୍କ ରାମାୟଣରେ ରାବଣ ଭୂମିକା ନିଭାଇଥିଲେ । ଏହି ଧାରାବାହିକକୁ
Read More...

ରାଜ୍ୟରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୭ ଜଣ ଲୋକାଲ୍‌
Read More...

ଭୁବନେଶ୍ୱର ଆଇଜି ପାର୍କରେ ବଜ୍ରକାପ୍ତା ଡିଲ୍‌: ମାଡି ବସିଲା STF, ବେପାରୀ ଗିରଫ

ଭୁବନେଶ୍ବର : ବଜ୍ରକାପ୍ତା କାତି ଚୋରାଚାଲାଣ ବେଳେ ଧରାପଡିଲେ ଅଭିଯୁକ୍ତ । ଭୁବନେଶ୍ବର ଆଇଜି ପାର୍କ ନିକଟରୁ ଅଭିଯୁକ୍ତ ଧରାପଡିଛନ୍ତି । ତାଙ୍କ ନିକଟରୁ ପ୍ରାୟ ଅଧା କେଜି ବଜ୍ରକାପ୍ତା କାତି ଜବତ କରାଯାଇଛି । ଭୁବନେଶ୍ବର ଆଇଜି ପାର୍କ ନିକଟରେ ଡିଲ୍ ଚାଲିଥିବା ନେଇ କୌଣସି
Read More...

ପିପିଲିର ନୂଆ ବିଧାୟକ ଭାବେ ଶପଥ ନେଲେ ରୁଦ୍ର ପ୍ରତାପ ମହାରଥୀ

ଭୁବନେଶ୍ୱର : ପିପିଲି ବିଧାୟକ ଭାବେ ଆଜି ଶପଥ ନେଇଛନ୍ତି ରୁଦ୍ର ପ୍ରତାପ ମହାରଥୀ । ବିଧାନସଭାରେ ଶପଥପାଠ କରାଇଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଖବର ଅନୁଯାୟୀ, ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପନିର୍ବାଚନ ହୋଇଥିଲା । ତେବେ ଗତ ସେପ୍ଟେମ୍ବରରେ ପିପିଲିର
Read More...