ଗଜପତିରେ ହିତାଧିକାରୀଙ୍କୁ ନୂଆ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କଲେ…

ଗୁମ୍ମା : ଗଜପତି ଜିଲ୍ଲାରେ ଗତକାଲି ଠାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଗୁମ୍ମା ବ୍ଲକରେ ଓଡିଶା ସରକାରଙ୍କ ମାନ୍ୟବର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଓ ମିଶନ ଶକ୍ତିର ଉପଦେଷ୍ଟା ସୁଶ୍ରୀ ଲୋପମୁଦ୍ରା
Read More...

ନୀଳାଦ୍ରୀ ଭକ୍ତ ନିବାସ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରୁ ଜିଲ୍ଲା ଟ୍ରେଜେରିକୁ ସ୍ଥାନାନ୍ତର 500 କେଜିର ରୂପା ଚାଦର

ପୁରୀ : ନୀଳାଦ୍ରୀ ଭକ୍ତ ନିବାସ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରୁ ଜିଲ୍ଲା ଟ୍ରେଜେରିକୁ ସ୍ଥାନାନ୍ତର ହେଉଛି ପ୍ରାୟ 500 କେଜିର ରୂପା ଚାଦର । ଗୋଟେ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । କଡାସୁରକ୍ଷା ବଳୟ ମଧ୍ୟରେ ଏହି ରୂପାକୁ ସ୍ଥାନାନ୍ତର କରାଯାଉଛି। ତେବେ ଶ୍ରୀମନ୍ଦିର କଳାହାଟ ଦ୍ୱାରରେ
Read More...

ସଂଯୁକ୍ତ କିଷାନ ମୋର୍ଚାର ବିକ୍ଷୋଭ

ପୁରୀ : ଉତ୍ତରପ୍ରଦେଶ ଲକ୍ଷ୍ମୀପୁରରେ କୃଷକଙ୍କ ଉପରେ ଗାଡିମଡାଇ ହତ୍ୟା ଘଟଣାରେ ବିକ୍ଷୋଭ ପ୍ରଦଶନ କରିଛି ସଂଯୁକ୍ତ କୃଷକ ମୋର୍ଚା। ଦୋଷୀଙ୍କ ବିରୋଧରେ ହତ୍ୟା ମୋକଦ୍ଦମା ରୁଜୁ ସହ ଗିରଫ କରିବା, ସୁପ୍ରିମକୋର୍ଟ ତଦାରଖରେ ମାମଲାର ତଦନ୍ତ କରିବା ହରିୟାଣା ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରଗୃହ
Read More...

ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୮ ଜଣ ଲୋକାଲ୍‌
Read More...

ଆସନ୍ତାକାଲି ପିପିଲି ଉପନିର୍ବାଚନ ଫଳାଫଳ

ଭୁବନେଶ୍ୱର : ଆସନ୍ତାକାଲି ଆସିବ ପିପିଲି ଉପନିର୍ବାଚନ ଫଳାଫଳ । କିଏ ମାରିବ ପିପିଲିରେ ବାଜି । ଇଭିଏମରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇଥିବା ବେଳେ ଆସନ୍ତାକାଲି ଫଳାଫଳ ଆସିବ । ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ । ୨୦୧୪,୨୦୧୯ ନିର୍ବାଚନ ଅପେକ୍ଷା ଏଥର ପିପିଲିରେ ରେକର୍ଡ
Read More...

ଗଜପତି ଜିଲ୍ଲା ପ୍ରଶାସନ ଦ୍ବାରା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ

ଗଜପତି : ଗଙ୍ଗାବାଡ଼ରେ 1 କୋଟି 71 ଲକ୍ଷ ଟଙ୍କାରେ ଏକ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ ଚାଲୁଅଛି। 17 ଲକ୍ଷ ଟଙ୍କା ଅଟକଳରେ ଗଙ୍ଗାବାଡ଼ ଏବଂ ମାଣିକ ପାଟଣା ଗ୍ରାମରେ ପ୍ରତ୍ୟେକ ଗୃହକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଗଙ୍ଗାବାଡ଼, ମାଣିକ ପାଟଣା ଓ ଚମ୍ପାପୁର
Read More...

ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜନ୍ମଦିନ, ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି ସାରା ଦେଶ

ଭୁବନେଶ୍ୱର : ଆଜି ଅକ୍ଟୋବର ୨ ତାରିଖ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ । ବାପୁ ନାମରେ ଜଣାଶୁଣା ଗାନ୍ଧୀ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା
Read More...

ବିଜୁ ଜନତା ଦଳ ତରଫରୁ ଗାନ୍ଧୀ ଜୟନ୍ତୀ ପାଳନ

ଗଜପତି : ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ସର୍ବପ୍ରଥମେ ଗାନ୍ଧିଛକ ଠାରେ ଗୌରହରି ପାଠାଗାରରେ ଥିବା ଜାତିର ଜନକ ମହାତ୍ମା ଗାନ୍ଧୀଜିଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
Read More...

ରାଜ୍ୟରେ କରୋନା ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ
Read More...