ଗଜପତିରେ ପୁଣି ୯ଟି କରୋନା ପଜିଟିଭ ଚିହ୍ନଟ
ପାରଳାଖେମୁଣ୍ଡି : ଗଜପତିରେ ପୁଣି ୯ ଗୋଟି କରୋନା ପଜିଟିଭ ଚିହ୍ନଟ ହୋଇଛି ସୂଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ଅନୁପମ ସାହା । ଚିହ୍ନଟଙ୍କ ମଧ୍ୟରୁ ମୋହନା ବ୍ଲକରୁ ଜଣେ, ଗୋଶାଣୀ ବ୍ଳକରୁ୨ ଜଣ, ପାରଳା ପୌର ପରିଷଦରୁ ୨ ଜଣ, ଗୁମ୍ମା ବ୍ଳକରୁ ଜଣେ, କାଶୀନଗର ବ୍ଳକରୁ ଜଣେ, ନୂଆଗଡ ବ୍ଳକରୁ ଜଣେ!-->…
Read More...
Read More...